୭୦କୋଟି ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବରଗଡ,୨୧/୧ : ବରଗଡ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବରଗଡରେ ପହଞ୍ଚିବା ପରେ ନୂତନ ଜିଲ୍ଲା ଚିକିତ୍ସାଳୟ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଙା ସହିତ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ସହ ଶିଳାନ୍ୟାସ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ। ୭୦ କୋଟିରୁ ଉଦ୍ଧ୍ୱର୍ ଟଙ୍କାର ୭ଟି ପ୍ରକଳ୍ପର ଉଦଘାଟନ କରିବା ସହିତ ୫୯ କୋଟିି ୪୪ ଲକ୍ଷ ଟଙ୍କାର ୨୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେହିପରି ଟୁକୁର୍ଲାରେ ଥିବା ଜିଲ୍ଲା ସଦର ମହକୁମା ଡାକ୍ତରଖାନାକୁ ମୁଖ୍ୟମନ୍ତ୍ରୀ ଉଦଘାଟନ ମଧ୍ୟ କରିଛନ୍ତି।

Launching Ceremony of “AYUSHMAN BHARAT

Comments are closed.