congress bhaban
ରାଜନୀତି  ଓଡ଼ିଶା 

ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୭ମ ତମ ଶ୍ରାଦ୍ଧ ବାର୍ଷିକୀ

ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୭ମ ତମ ଶ୍ରାଦ୍ଧ ବାର୍ଷିକୀ ଭୁବନେଶ୍ୱର: ଅପ୍ରେଲ ୨୧: ଜଣେ ଜନନେତା ଥିଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ।ମହାଜନ ନାୟକ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ୭ମ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଭୁବନେଶ୍ୱର କଂଗ୍ରେସ ଭବନରେ ପାଳିତ ହୋଇଯାଇଛି ସ୍ମୃତିରେ ଜାନକୀ ବଲ୍ଲଭ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳୀ ଉତ୍ସବ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି କଂଗ୍ରେସ ଭବନ ପରିସରରେ ଜାନକୀ ବଲ୍ଲଭଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୀବନୀ ସଂଘର୍ଷ […]
Read More...

Advertisement