Congress leader Ajit Jogi
ଦେଶ- ବିଦେଶ 

ଛତିଶଗଡର ପ୍ରଥମ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପରଲୋକ

ଛତିଶଗଡର ପ୍ରଥମ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପରଲୋକ By Papu Mohanty ରାୟପୁର : ଛତିଶଗଡର ପ୍ରଥମ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କର ଶୁକ୍ରବାର ଅପରାହ୍ନ ରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା ।ଅଜିତ ଯୋଗୀ ଗତ ୯ ତାରଖରେ ହୃଦାଘାତର ଶିକାର ହେବାପରେ ଚିକିତ୍ସା ପାଇଁ ତାଙ୍କୁ ରାୟପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ଥିବାବେଳେ ତାଙ୍କର ଲଗାତର ହୃଦଘାତ ହେବା ଫଳରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇ ପଡ଼ିଥିଲା […]
Read More...

Advertisement