corona active case in india
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
କମୁଛି ଦେଶରେ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୧.୬୧ ସଂକ୍ରମିତ ଏବଂ ୨ ଲକ୍ଷରୁ ଅଧିକ ସୁସ୍ଥ
Published On
By Samaya Live
ଦିଲ୍ଲୀ: ଫେବୃଆରୀ ୨ : କିଛି ଦିନ ହେବ ଲଗାତାର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୬୧ ହଜାର ୩୮୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୮୧ ହଜାର ୧୦୯ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୪. ୯୧ ପ୍ରତିଶତ ରହିଛି […]
୨୪ ଘଣ୍ଟାରେ ଦେଶରେ ୭,୯୭୪ କରୋନା ସଂକ୍ରମିତ ଏବଂ ୩୪୩ ମୃତ
Published On
By Samaya Live
ଦିଲ୍ଲୀ: ଡିସେମ୍ବର ୧୬ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୯୭୪ ରହିଛି । ୨୪ ଘଣ୍ଟା ମଧ୍ୟରେ ୭,୯୪୮ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୫୪ ହଜାର ୮୭୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୮୭ ହଜାର ୨୪୫ […]
୨୪ ଘଣ୍ଟାରେ ଦେଶରେ ୫,୭୮୪ କରୋନା ସଂକ୍ରମିତ ଏବଂ ୨୫୨ ମୃତ
Published On
By Samaya Live
ଦିଲ୍ଲୀ: ଡିସେମ୍ବର ୧୪ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫, ୭୮୪ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୯୯୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୩୮ ହଜାର ୭୬୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୮୮ […]
୨୪ ଘଣ୍ଟାରେ ଦେଶରେ ୯, ୭୬୫ କରୋନା ସଂକ୍ରମିତ ଏବଂ ୪୭୭ ମୃତ
Published On
By Samaya Live
ଦିଲ୍ଲୀ: ଡିସେମ୍ବର ୦୨ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯, ୭୬୫ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୮, ୫୪୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୩୭ ହଜାର ୫୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୯ […]
ଦେଶରେ କମିଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୮, ୪୮୮ ସଂକ୍ରମିତ ଏବଂ ୧୨, ୫୧୦ ସୁସ୍ଥ
Published On
By Samaya Live
ଦିଲ୍ଲୀ: ନଭେମ୍ବର ୨୨: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮, ୪୮୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୨, ୫୧୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୩୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୯ ଲକ୍ଷ ୩୪ ହଜାର ୫୪୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ […]
୨୪ ଘଣ୍ଟାରେ ଦେଶରେ ୧୦, ୪୨୩ ଜଣ କରୋନା ସଂକ୍ରମିତ: କରୋନା ଟିକା ଅଭିଯାନ ‘ହର ଘର ଦସ୍ତକ’ ଆରମ୍ଭ
Published On
By Samaya Live
ଦିଲ୍ଲୀ: ନଭେମ୍ବର ୨: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦, ୪୨୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୫, ୦୨୧ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୬ ଲକ୍ଷ ୮୩ ହଜାର ୫୮୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ […]
୨୪ ଘଣ୍ଟାରେ ଦେଶରେ ୧୫, ୮୨୩ କାରୋନା ସଂକ୍ରମିତ ଓ ୨୨୬ ମୃତ
Published On
By Samaya Live
ଦିଲ୍ଲୀ: ଅକ୍ଟୋବର ୧୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫, ୮୨୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୨, ୮୪୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୦୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୩ ଲକ୍ଷ ୪୨ ହଜାର ୯୦୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨ […]
୨୪ ଘଣ୍ଟାରେ ଦେଶରେ ୧୮, ୩୪୬ କରୋନ ସଂକ୍ରମିତ ଓ ୨୬୩ ମୃତ
Published On
By Samaya Live
ଦିଲ୍ଲୀ: ଅକ୍ଟୋବର ୦୫ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮,୩୪୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୯, ୬୩୯ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୭.୯୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୧ ଲକ୍ଷ ୫୦ ହଜାର ୮୮୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨ ଲକ୍ଷ ୫୨ […]
୨୪ ଘଣ୍ଟାରେ ଦେଶରେ ୨୬, ୦୪୧ କରୋନା ସଂକ୍ରମିତ ଓ ୨୭୬ ମୃତ
Published On
By Samaya Live
ଦିଲ୍ଲୀ: ସେପ୍ଟେମ୍ବର ୨୭ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬, ୦୪୧ ରହିଛି । ଆଜିର ନୂଆ ଚିହ୍ନଟଙ୍କୁ ମିଶାଇ ଏବେ ଦେଶରେ ମୋଟ୍ ୩କୋଟି ୩୬ ଲକ୍ଷ ୭୮ ହଜାର ୭୮୬ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୯, ୬୨୧ ଜଣ ସୁସ୍ଥ ହୋଇଛନ୍ତି । ତେବେ କେରଳରେ ସର୍ବାଧିକ ୧୬ ହଜାର ଜଣ ଆଜି ଚିହ୍ନଟ ହୋଇଛନ୍ତି । ଦେଶରେ ସୁସ୍ଥତା […]

