Corona in Ganjam
ଓଡ଼ିଶା 

ଗଞ୍ଜାମରେ ସାଧାରଣ ଲୋକଙ୍କ ପାଇଁ ସରକାରୀ କାର୍ଯ୍ୟାଳୟରେ ପ୍ରବେଶ ୧୦ ଦିନ ବନ୍ଦ

ଗଞ୍ଜାମରେ ସାଧାରଣ ଲୋକଙ୍କ ପାଇଁ ସରକାରୀ କାର୍ଯ୍ୟାଳୟରେ ପ୍ରବେଶ ୧୦ ଦିନ ବନ୍ଦ ଭୁବନେଶ୍ୱର : ଜୁନ ୨୪: ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ସରକାରୀ କାର୍ଯ୍ୟାଳୟ ସାଧାରଣ ଲୋକଙ୍କ ପାଇଁ ବନ୍ଦ ରହିବ । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଟୁଇଟ କରି ଏହି ସୂଚନା ଦେଇଛନ୍ତି । ଜିଲ୍ଲାପାଳ କହିଛନ୍ତି, ବୁଧବାରଠାରୁ ଜିଲ୍ଲାରେ ଆଗାମୀ ୧୦ ଦିନ ଯାଏଁ ସମସ୍ତ ସରକାରୀ କାର୍ଯ୍ୟାଳୟ ସର୍ବସାଧାରଣ ଲୋକଙ୍କ ପାଇଁ ବନ୍ଦ ରହିବ । ଜଣେ ବରିଷ୍ଠ ଅଧିକାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି […]
Read More...

Advertisement