Corona related death toll in odisha
ଓଡ଼ିଶା 

ଓଡ଼ିଶାରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୨୨୫ କୁ ବୃଦ୍ଧି

ଓଡ଼ିଶାରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୨୨୫ କୁ ବୃଦ୍ଧି ଭୁବନେଶ୍ୱର: ଅଗଷ୍ଟ ୫: ଓଡ଼ିଶାରେ ୨୪ ଘଂଟାରେ ୯ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହେଇଛି I ଏହାକୁ ମିଶାଇ, ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୨୫ କୁ ବୃଦ୍ଧି ପାଇଛି I ଆଜି ମୃତ୍ୟୁ ବରଣ କରିଥିବା ୯ ଜଣଙ୍କ ମଧ୍ୟରେ ଗଂଜାମ ଜିଲ୍ଲାରୁ ୫ ଜଣ ଥିବା ବେଳେ, ଗଜପତି, କେନ୍ଦୁଝର, ଖୋର୍ଦ୍ଧା ଓ ସୁନ୍ଦରଗଡ ରୁ ଜଣେ ଲେଖାଏଁ ଅଛନ୍ତି I ଗଂଜାମ ଜିଲ୍ଲାରେ ଏ ପର୍ଯ୍ୟନ୍ତ ୧୧୭ ଜଣଙ୍କ ମୃତ୍ୟୁ ହେଇଥିବା […]
Read More...

Advertisement