Corona update in Odisha
ଓଡ଼ିଶା 

୨୪ ଘଣ୍ଟାରେ ରାଜ୍ୟରେ ୫୬୫ କରୋନା ସଂକ୍ରମିତ ଏବଂ ୬୩୪ ସୁସ୍ଥ

୨୪ ଘଣ୍ଟାରେ ରାଜ୍ୟରେ ୫୬୫ କରୋନା ସଂକ୍ରମିତ ଏବଂ ୬୩୪ ସୁସ୍ଥ ଭୁବନେଶ୍ୱର: ସେପ୍‌ଟେମ୍ବର ୨୯ : ଆଜି ରାଜ୍ୟରେ ୫୮, ୬୩୫ ସ୍ୱାବ ଟେଷ୍ଟ ମଧ୍ୟରୁ ୫୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୩ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୩୭ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୫ ହଜାର ୮୭୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି […]
Read More...
ଓଡ଼ିଶା 

ଆଜି ରାଜ୍ୟରେ ୧,୦୪୧ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୨୮ ଜଣ ୦-୧୮ ବର୍ଷ ବର୍ଗର ପିଲା ଅଛନ୍ତି

ଆଜି ରାଜ୍ୟରେ ୧,୦୪୧ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୨୮ ଜଣ ୦-୧୮ ବର୍ଷ ବର୍ଗର ପିଲା ଅଛନ୍ତି ଭୁବନେଶ୍ୱର: ଅଗଷ୍ଟ ୧୯: ଗତ କିଛି ଦିନ ହେବ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହଜାର ତଳକୁ ରହୁଥିଲାବେଳେ ଗତ ୨୪ ଘଣ୍ଟାରେ ୧,୦୪୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ୬୬,୨୮୧ ସ୍ୱାବ ଟେଷ୍ଟ ମଧ୍ୟରୁ ୧,୦୪୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୨୮ ଜଣ ୧୮ ବର୍ଷ ବୟସରୁ କମ୍‌ ବୟସର ପିଲା ରହିଛନ୍ତି । ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ ୬୦୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ […]
Read More...
ଓଡ଼ିଶା 

୨୪ ଘଣ୍ଟାରେ ରାଜ୍ୟରେ ୧,୧୯୩ କରୋନା ସଂକ୍ରମିତ ଚିହ୍ନଟ

୨୪ ଘଣ୍ଟାରେ ରାଜ୍ୟରେ ୧,୧୯୩ କରୋନା ସଂକ୍ରମିତ ଚିହ୍ନଟ ଭୁବନେଶ୍ୱର: ଅଗଷ୍ଟ ୧୩ : ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୧,୧୯୭ ସ୍ୱାବ ପରୀକ୍ଷା ମଧ୍ୟରୁ ୧,୧୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୯୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୯୮ ରହିଛି । ଏହା ସହ ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୯ ଲକ୍ଷ ୯୨ ହଜାର ୩୭୫ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି । ସେହିପରି ୨୪ ଘଣ୍ଟାରେ ୧, ୧୭୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି […]
Read More...
ଓଡ଼ିଶା 

ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪ କୁ ବୃଦ୍ଧି

ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪ କୁ ବୃଦ୍ଧି ଭୁବନେଶ୍ୱର: ଜୁନ ୨୧: ଓଡ଼ିଶାରେ ଦୁଇଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହେଇଛି I ଓଡିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଅନୁଯାଇ, ବରଗଡ ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କ କରୋନା ସଂକ୍ରମିତ ବ୍ୟକ୍ତିଙ୍କର ହସ୍ପିଟାଲ ରେ ଚିକିତ୍ସିତ ହେଉଥିବା ସମୟରେ ମୃତ୍ୟୁ ହେଇଛି I ସେ ମଧ୍ୟ ଦୀର୍ଘ ଦିନ ଧରି ମଧୁମେହ ରୋଗରେ ପୀଡିତ ଥିଲେ I ଆଉ ଜଣେ ୪୯ ବର୍ଷ ବୟସ୍କ କରୋନା ସଂକ୍ରମିତ ବ୍ୟକ୍ତିଙ୍କର […]
Read More...

Advertisement