corona voirus
ଓଡ଼ିଶା 

୨୪ ଘଣ୍ଟାରେ ରାଜ୍ୟରେ ୬୪୪ କରୋନା ସଂକ୍ରମିତ ଏବଂ ୪୪୫ ସୁସ୍ଥ

୨୪ ଘଣ୍ଟାରେ ରାଜ୍ୟରେ ୬୪୪ କରୋନା ସଂକ୍ରମିତ ଏବଂ ୪୪୫ ସୁସ୍ଥ ଭୁବନେଶ୍ୱର: ସେପ୍‌ଟେମ୍ବର ୨୩ : ଆଜି ରାଜ୍ୟରେ ୭୨, ୧୯୩ ସ୍ୱାବ ଟେଷ୍ଟ ମଧ୍ୟରୁ ୬୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୨ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୭୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୯ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୨ ହଜାର ୫୯୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି […]
Read More...

Advertisement