COVID 19 case in Odisha
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାରେ ଦୈନିକ କରୋନା ସଂକ୍ରମଣ ଶୂନ୍ୟ
Published On
By Samaya Live
ସମ୍ବଲପୁର: ପଶ୍ଚିମ ଓଡ଼ିଶାରେ କରୋନା ସଂକ୍ରମଣ ଲଗାତାର ଭାବେ ହ ୍ରାସ ପାଉଛି । ଦୈନିକ ସଂକ୍ରମଣ ହ ୍ରାସ ପାଇବା ସହ ଚିକିତ୍ସାଧୀନ ଥିବା କରୋନା ସଂକ୍ରମିତଙ୍କ ସଂଖ୍ୟା ବି କମୁଛି । ମଙ୍ଗଳବାର ପୂରା ପଶ୍ଚିମ ଓଡ଼ିଶାରେ ମାତ୍ର ୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ ରହିଥିବା ବେଳେ ସମ୍ବଲପୁରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ପଶ୍ଚିମ ଓଡ଼ିଶାର […]
୨୪ ଘଣ୍ଟାରେ ରାଜ୍ୟରେ ୧, ୫୩୯ କରୋନା ସଂକ୍ରମିତ ଏବଂ ୨, ୪୮୩ ସୁସ୍ଥ
Published On
By Samaya Live
ଭୁବନେଶ୍ୱର: ଫେବୃଆରୀ ୧୨ :୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧, ୫୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୪୨ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ନୂଆ ସଂକ୍ରମଣଙ୍କ ମଧ୍ୟରୁ ୮୯୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୪୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୨ ଲକ୍ଷ ୭୬ ହଜାର ୧୧୪ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ଖୋର୍ଦ୍ଧାରେ […]
୨୪ ଘଣ୍ଟାରେ ରାଜ୍ୟରେ ୬୮୦ କରୋନା ସଂକ୍ରମିତ ଚିହ୍ନଟ ଏବଂ ୧୪୬ ସୁସ୍ଥ
Published On
By Samaya Live
ଭୁବନେଶ୍ୱର: ଜାନୁଆରୀ ୦୪ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୯୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୮୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୬ ହଜାର ୬୬୦ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି । ସେହିପରି ୨୪ […]
୨୪ ଘଣ୍ଟାରେ ରାଜ୍ୟରେ ୨୨୯ ଜଣ କରୋନା ସଂକ୍ରମିତ ଏବଂ ୩ ମୃତ
Published On
By Samaya Live
ଭୁବନେଶ୍ୱର: ନଭେମ୍ବର ୧୮ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୩୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୬ ହଜାର ୩୧୭ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି । ୨୪ ଘଣ୍ଟାରେ […]
୨୪ ଘଣ୍ଟାରେ ରାଜ୍ୟରେ ୧୭୦ ଜଣ କରୋନା ସଂକ୍ରମିତ ଓ ୪୪୭ ସୁସ୍ଥ
Published On
By Samaya Live
ଭୁବନେଶ୍ୱର: ନଭେମ୍ବର ୦୫ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫, ୭୪୩ ସ୍ୱାବ ଟେଷ୍ଟ ମଧ୍ୟରୁ ୧୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମିତଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୨ ହଜାର ୯୪୩ ଜଣ କରୋନାରେ […]
୨୪ ଘଣ୍ଟାରେ ରାଜ୍ୟରେ ୩୬୫ କରୋନା ସଂକ୍ରମିତ ଓ ୫୪୬ ସୁସ୍ଥ
Published On
By Samaya Live
ଭୁବନେଶ୍ୱର: ଅକ୍ଟୋବର ୨୯ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୬ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୧୨ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୫୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୦ ହଜାର ୫୯୫ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି । ସେହିପରି ୨୪ […]
୨୪ ଘଣ୍ଟାରେ ରାଜ୍ୟରେ ୪୩୩ କରୋନା ସଂକ୍ରମିତ ଓ ୩୬୦ ସୁସ୍ଥ
Published On
By Samaya Live
ଭୁବନେଶ୍ୱର: ଅକ୍ଟୋବର ୨୬ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧, ୯୩୫ ସ୍ୱାବ ଟେଷ୍ଟ ମଧ୍ୟରୁ ୪୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୮୧ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୯ ହଜାର ୨୬୯ ଜଣ କରୋନାରେ […]
୨୪ ଘଣ୍ଟାରେ ରାଜ୍ୟରେ ୫୨୪ କରୋନା ସଂକ୍ରମିତ ଓ ୪୫୧ ସୁସ୍ଥ
Published On
By Samaya Live
ଭୁବନେଶ୍ୱର: ଅକ୍ଟୋବର ୨୧ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୨ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୦୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୧୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୭ ହଜାର ୫୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି । ସେହିପରି ୨୪ […]
୨୪ ଘଣ୍ଟାରେ ରାଜ୍ୟରେ ୪୪୮ କରୋନା ସଂକ୍ରମିତ ଓ ୪୩୮ ସୁସ୍ଥ
Published On
By Samaya Live
ଭୁବନେଶ୍ୱର: ଅକେଫାବର ୧୧ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩, ୮୮୭ ସ୍ୱାବ ଟେଷ୍ଟ ମଧ୍ୟରୁ ୪୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୯ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୫୯ ଜଣ କ ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୮୯ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୨ ହଜାର ୧୪୪ ଜଣ କରୋନାରେ […]
୨୪ ଘଣ୍ଟାରେ ରାଜ୍ୟରେ ୫୨୪ କରୋନା ସଂକ୍ରମିତ ଏବଂ ୪ ମୃତ
Published On
By Samaya Live
ଭୁବନେଶ୍ୱର: ଅକ୍ଟୋବର ୦୮ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬, ୭୨୪ ସ୍ୱାବ ଟେଷ୍ଟ ମଧ୍ୟରୁ ୫୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୦୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୧୮ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୦ ହଜାର ୫୧୮ ଜଣ କରୋନାରେ […]
୨୪ ଘଣ୍ଟାରେ ରାଜ୍ୟରେ ୫୮୨ କରୋନା ସଂକ୍ରମିତ ଏବଂ ୭ ମୃତ
Published On
By Samaya Live
ଭୁବନେଶ୍ୱର: ଅକ୍ଟୋବର ୦୭ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୬, ୭୧୭ ସ୍ୱାବ ଟେଷ୍ଟ ମଧ୍ୟରୁ ୫୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୩ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୫ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୯ ହଜାର ୯୯୪ ଜଣ କରୋନାରେ […]
ଭୁବନେଶ୍ୱର ରେ ୨୧ ଏବଂ କଟକରେ ୩୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
Published On
By Samaya Live
ଭୁବନେଶ୍ୱର: ଜୁଲାଇ ୨୧: ଭୁବନେଶ୍ୱର ରେ ଆଜି ୨୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଇଛନ୍ତି I ସେଥିରୁ, ୧୬ ଜଣ Quarantine ରେ ଥିଲେ ଏବଂ ବାକି ୫ ଟି Local Contact Case I ଏହାକୁ ମିଶାଇ, ଭୁବନେଶ୍ୱର ରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨ କୁ ବୃଦ୍ଧି ପାଇଛି I ଭୁବନେଶ୍ୱର ରେ ୪୯ ଜଣ କରୋନା ରୋଗୀ ସୁସ୍ଥ ହେଇ ଘରକୁ ଫେରିଛନ୍ତି I ଏ ପର୍ଯ୍ୟନ୍ତ ଭୁବନେଶ୍ୱର […]

