covid-19 case
ଓଡ଼ିଶା 

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କରୋନାରେ ସଂକ୍ରମିତ

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କରୋନାରେ ସଂକ୍ରମିତ ଭୁବନେଶ୍ୱର : ଜାନୁଆରୀ ୨୪: ରାଜ୍ୟରେ ବିର୍ବାଚନ ସମୟରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କରୋନାରେ ସଂ୍ରକମିତ ହୋଇଛନ୍ତି । ଏନେଇ ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି । ଏବେ ସେ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଥିବା କଥା କହିଛନ୍ତି । ସପ୍ତାହକ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ କରୋନା ଟେଷ୍ଟ କରାଇନେବା ସହିତ ସଙ୍ଗରୋଧରେ ରହିବାକୁ ସେ ଅନୁରୋଧ କରିଛନ୍ତି । I have tested positive for COVID […]
Read More...
ଓଡ଼ିଶା 

୨୪ ଘଣ୍ଟାରେ ରାଜ୍ୟରେ ୨୬୩ ଜଣ କରୋନା ସଂକ୍ରମିତ ଏବଂ ୩୦୮ ସୁସ୍ଥ

୨୪ ଘଣ୍ଟାରେ ରାଜ୍ୟରେ ୨୬୩ ଜଣ କରୋନା ସଂକ୍ରମିତ ଏବଂ ୩୦୮ ସୁସ୍ଥ ଭୁବନେଶ୍ୱର: ନଭେମ୍ବର ୧୨ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରେ ସର୍ବାଧିକ ୧୨୯ ଜଣ ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୧୦ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୪ ହଜାର ୯୬୨ […]
Read More...
ଓଡ଼ିଶା 

୨୪ ଘଣ୍ଟାରେ ରାଜ୍ୟରେ ୫୫୯ କରୋନା ସଂକ୍ରମିତ

୨୪ ଘଣ୍ଟାରେ ରାଜ୍ୟରେ ୫୫୯ କରୋନା ସଂକ୍ରମିତ ଭୁବନେଶ୍ୱର: ଅକ୍‌ଟୋବର ୨୦ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୧ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୨୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୩୮ ରହିଛି । ଖୋର୍ଦ୍ଧାରେ ସର୍ବାଧିକ ୨୭୯ କରୋନା ସଂକ୍ରମିତ ଚିହ୍ନଟ ହୋଇନ୍ତି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୬ ହଜାର […]
Read More...
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୧୮,୧୩୨ କରୋନା ସଂକ୍ରମିତ ଏବଂ ୨୧,୫୬୩ ସୁସ୍ଥ

୨୪ ଘଣ୍ଟାରେ ଦେଶରେ ୧୮,୧୩୨ କରୋନା ସଂକ୍ରମିତ ଏବଂ ୨୧,୫୬୩ ସୁସ୍ଥ ଦିିଲ୍ଲୀ: ଅକ୍‌ଟୋବର ୧୧: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮,୧୩୨ ରହିଛି । ସେହପରି ୨୪ ଘଣ୍ଟାରେ ୨୧, ୫୬୩ ଜଣ ସୁସ୍ଥ ହୋଇଛନ୍ତି । କେରଳରେ ସର୍ବାଧିକ ୧୦, ୬୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କରୋନା ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଆଜି ଅଧିକ ରହିଛି । ଯାହା ଏକ ଆଶ୍ୱସ୍ତିକର କଥା । ଦେଶରେ ସୁସ୍ଥତା ହାର ୯୮.୦୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ […]
Read More...
ଓଡ଼ିଶା 

୨୪ ଘଣ୍ଟାରେ ରାଜ୍ୟରେ ୫୨୬ କରୋନା ସଂକ୍ରମିତ ଏବଂ ୪ ମୃତ

୨୪ ଘଣ୍ଟାରେ ରାଜ୍ୟରେ ୫୨୬ କରୋନା ସଂକ୍ରମିତ ଏବଂ ୪ ମୃତ ଭୁବନେଶ୍ୱର: ଅକ୍‌ଟୋବର ୦୮ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୮ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୦୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୨୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୧ ହଜାର ୪୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି । ସେହିପରି ୨୪ […]
Read More...
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୧୮, ୮୩୩ କରୋନା ସଂକ୍ରମିତ ଓ ୨୪, ୭୭୦ ସୁସ୍ଥ

୨୪ ଘଣ୍ଟାରେ ଦେଶରେ ୧୮, ୮୩୩ କରୋନା ସଂକ୍ରମିତ ଓ ୨୪, ୭୭୦ ସୁସ୍ଥ ଦିଲ୍ଲୀ: ଅକ୍‌ଟୋବର ୦୬ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮, ୮୩୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୪, ୭୭୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୭.୯୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୧ ଲକ୍ଷ ୭୫ ହଜାର ୬୫୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨ ଲକ୍ଷ […]
Read More...

Advertisement