COVID cases in Baripada
ଜିଲ୍ଲା 

ମୟୂରଭଞ୍ଜରେ ୮୬୧ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ମୟୂରଭଞ୍ଜରେ ୮୬୧ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବାରିପଦା, (ସବ୍ୟୁ) : ଅଗଷ୍ଟ ୮:ମୟୂରଭଞ୍ଜ ଜିଲ୍ଲାରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ଶନିବାର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୬୧କୁ ଛୁଇଁଛି । ମିଳିଥିବା ସୂଚନା ଅନୁଯାୟୀ ଶନିବାର ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୩୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାବାସୀ ଭୟଭୀତ ହୋଇପଡିଛନ୍ତି । ୩୯ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୩୦ଜଣ ସ୍ଥାନୀୟ ଆକ୍ରାନ୍ତ ହୋଇଥିବାବେଳେ ୯ଜଣ କ୍ୱାରେଣ୍ଟଇନ୍ କେନ୍ଦ୍ରରେ ରହୁଥିବା ଜଣାଯାଇଛି । ଚିହ୍ନଟ ହେଇଥିବା […]
Read More...

Advertisement