COVID help by KIIT
ଓଡ଼ିଶା 

କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶେଷ ଘୋଷଣା; କରୋନା ମୃତକଙ୍କ ପିଲାଙ୍କୁ କିଟ୍‌ ବିଶ୍ୱବିଦ୍ୟାଳୟରେ ସଂପୂର୍ଣ୍ଣ ନିଃଶୁଳ୍କ ଶିକ୍ଷା

କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶେଷ ଘୋଷଣା; କରୋନା ମୃତକଙ୍କ ପିଲାଙ୍କୁ କିଟ୍‌ ବିଶ୍ୱବିଦ୍ୟାଳୟରେ ସଂପୂର୍ଣ୍ଣ ନିଃଶୁଳ୍କ ଶିକ୍ଷା ଭୁବନେଶ୍ୱର : ଜୁଲାଇ ୨୬ : ଓଡ଼ିଶା ସମେତ ସମଗ୍ର ଦେଶରେ କରୋନା ମହାମାରୀ ଆତଙ୍କ ଖେଳାଇ ଦେଇଛି । ଓଡ଼ିଶାରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ରାଜ୍ୟରେ କେତେକ ବ୍ୟକ୍ତିିଙ୍କର ମଧ୍ୟ କରୋନାରେ ମୃତ୍ୟୁ ଘଟିଛି । ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିଟ ବିଶ୍ୱବିଦ୍ୟାଳୟ ସର୍ବଦା ସହାୟତା ଯୋଗାଇ ଦେବା ପାଇଁ ଆଗେଇ ଆସିଥାଏ । ଏହି ଅନୁଷ୍ଠାନ ହେଉଛି ଓଡ଼ିଶାବାସୀଙ୍କର । ବର୍ତ୍ତମାନ ଦୁଃଖରେ ଥିବା କରୋନା ମୃତକଙ୍କ […]
Read More...

Advertisement