covid lalest update
ଓଡ଼ିଶା 

ଆଜି ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ୨ ହଜାର ତଳକୁ

ଆଜି ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ୨ ହଜାର ତଳକୁ ଭୁବନେଶ୍ୱର:ଜୁଲାଇ ୨୪: ୨୪ ଘଣ୍ଟାରେ ରାଜ୍ୟରେ ୧ ହଜାର ୮୬୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ସଙ୍ଗରୋଧରୁ ୧ହଜାର ୮୨ ଜଣ ରହିଥିଲାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୮୨ ରହିଛି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ହଜାର ୪୪ ଜଣ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥମାନଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ୯ ଲକ୍ଷ ୪୧ ହଜାର ୨୦୪ ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ […]
Read More...

Advertisement