covid news update
ଦେଶ- ବିଦେଶ 

୨୪ ଘଣ୍ଟାରେ ଦେଶରେ ୩୦,୨୫୬ କରୋନା ସଂକ୍ରମିତ ଓ ୨୯୫ ମୃତ

୨୪ ଘଣ୍ଟାରେ ଦେଶରେ ୩୦,୨୫୬ କରୋନା ସଂକ୍ରମିତ ଓ ୨୯୫ ମୃତ ଦିଲ୍ଲୀ: ସେପ୍‌ଟେମ୍ବର ୨୦ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦,୨୫୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୪୩,୯୩୮ ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥତା ହାର ୯୭.୭୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୭ ଲକ୍ଷ ୧୫ ହଜାର ୧୦୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୩ ଲକ୍ଷ ୧୮ ହଜାର ୧୮୧ […]
Read More...

Advertisement