covid odia news
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ପୁଣି ବୃଦ୍ଧି ଘଟିଛି, ୨୪ ଘଣ୍ଟାରେ ୪୧୧୯୫ ଜଣ ଆକ୍ରାନ୍ତ ଚିହ୍ନଟ
Published On
By Samaya Live
ଭୁବନେଶ୍ୱର: ଅଗଷ୍ଟ ୧୨: ଗତ ଦୁଇ ଦିନ ହେବ ଦେଶରେ ସର୍ବାଧିକ ୯୭.୪୫ ପ୍ରତିଶତ ସୁସ୍ଥତା ହାର ସ୍ଥିର ରହିଛି । ୨୪ ଘଣ୍ଟାରେ ୩୯,୦୬୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଦେଶରେ ୩ କୋଟି ୧୨ ଲକ୍ଷ ୬୦ ହଜାର ୫୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟାରେ ଦେଶରେ ୪୧, ୧୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି […]
ଦେଶରେ ଦିନକରେ ୪୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ,୫୩୩ ଜଣଙ୍କର ମୃତୁ୍ୟ
Published On
By Samaya Live
ଭୁବନେଶ୍ୱର: ଅଗଷ୍ଟ ୫: ଲଗାତାର କିଛି ଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମଣଙ୍କ ସଂଖ୍ୟା ୪୦ ହଜାରରୁ ଊର୍ଦ୍ଧ୍ୱ ଆସୁଛି । ଗତ ୨୪ ଘଣ୍ଟାରେ ଦେଶରେ ୪୨ ହଜାର ୯୮୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ୫୩୩ ଜଣ ସଂକ୍ରମିତଙ୍କର ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ଦେଶରେ କରୋନାରେ ମୋଟ ୪ ଲକ୍ଷ ୨୬ ହଜାର ୨୯୦ ଜଣ ରୋଗୀଙ୍କ ମୃତୁ୍ୟ ହୋଇସାରିଲାଣି । ଆଶ୍ୱସ୍ତିକର ଖବର ଏହା […]
ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ
Published On
By Samaya Live
ଭୁବନେଶ୍ୱର: ଜୁଲାଇ ୩୧: ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିଲାଣି । କ୍ରମାଗତ ଭାବେ କିଛି ଦିନ ହେବ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲାବେଳେ ସୁସ୍ଥତା ହାର ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୨ ହଜାର ୨୩୩ଟି ସ୍ୱାବ୍ ଟେଷ୍ଟ ହୋଇଥିଲା । ଏମାନଙ୍କ ମଧ୍ୟରୁ ୧ ହଜାର ୫୭୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛି । ସେହିପରି ୨୪ ଘଣ୍ଟାରେ ୧ ହଜାର ୮୪୧ ଜଣ ରୋଗୀ […]
ଆଜି ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ୨ ହଜାର ତଳକୁ
Published On
By Samaya Live
ଭୁବନେଶ୍ୱର:ଜୁଲାଇ ୨୪: ୨୪ ଘଣ୍ଟାରେ ରାଜ୍ୟରେ ୧ ହଜାର ୮୬୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ସଙ୍ଗରୋଧରୁ ୧ହଜାର ୮୨ ଜଣ ରହିଥିଲାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୮୨ ରହିଛି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ହଜାର ୪୪ ଜଣ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥମାନଙ୍କୁ ମିଶାଇ ରାଜ୍ୟରେ ମୋଟ୍ ୯ ଲକ୍ଷ ୪୧ ହଜାର ୨୦୪ ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ […]

