covid patient in Odisha
ଓଡ଼ିଶା 

ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ; ଜଣେ ଏମସ୍‌ କର୍ମଚାରୀ

ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ; ଜଣେ ଏମସ୍‌ କର୍ମଚାରୀ ଭୁବନେଶ୍ୱର : ଜୁନ ୪:ଭୁବନେଶ୍ୱରରୁ ପୁଣି ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଏହି ୪ ଜଣ ଚିହ୍ନଟ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ କୁହାଯାଇଛି । ବିଏମସି ପକ୍ଷରୁ ଟୁଇଟ୍‌ କରି କୁହାଯାଇଛି, କଳିଙ୍ଗ ବିହାର ଅଞ୍ଚଳରୁ ଜଣେ ଆକ୍ରାନ୍ତ ରହିଥିବା ଜଣାପଡ଼ିଛି । ଏହି ଆକ୍ରାନ୍ତ ଜଣକ ହୋମ କ୍ୱାରେଣ୍ଟାଇନ୍‌ରେ ଥିଲେ ଏବଂ ସେ ପୂର୍ବରୁ କଳିଙ୍ଗ ବିହାରରେ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି […]
Read More...

Advertisement