ଆଇଡି ବିସ୍ଫୋରଣ, ୩ SOG ଯବାନ ଗୁରୁତର
ବୌଦ୍ଧ : ସର୍ଚ୍ଚ ଅପରେସନ ବେଳେ IED ବିସ୍ଫୋରଣ I ୩ SOG ଜୱାନ ଗୁରୁତର I ବୌଦ୍ଧ ଜିଲା ମନମୁଣ୍ଡା ଥାନା ବାତେପଙ୍ଗା ଜଙ୍ଗଲରେ ଶୁକ୍ରବାର ଆଇଡି ବିସ୍ଫୋରଣ ଘଟିଛି। ଯବାନଙ୍କ ସର୍ଚ୍ଚ ଅପରେଶନ ବେଳେ ଏହି ବିସ୍ଫୋରଣ ଘଟିଥିବା ବୌଦ୍ଧ ଏସ୍ପି ସୂଚନା ଦେଇଛନ୍ତି। ଗୁରୁତର ଯବାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ଜଣାପଡିଛି। ଏହି ଘଟଣାରେ ପୋଲିସର କମ୍ବିଂ ଅପରେସନ୍କୁ ଜୋରଦାର କରାଯାଇଛି I ବିସ୍ଫୋରଣରେ ମାଓବାଦୀଙ୍କ ହାତ ଥିବା […]
ବୌଦ୍ଧ : ସର୍ଚ୍ଚ ଅପରେସନ ବେଳେ IED ବିସ୍ଫୋରଣ I ୩ SOG ଜୱାନ ଗୁରୁତର I ବୌଦ୍ଧ ଜିଲା ମନମୁଣ୍ଡା ଥାନା ବାତେପଙ୍ଗା ଜଙ୍ଗଲରେ ଶୁକ୍ରବାର ଆଇଡି ବିସ୍ଫୋରଣ ଘଟିଛି। ଯବାନଙ୍କ ସର୍ଚ୍ଚ ଅପରେଶନ ବେଳେ ଏହି ବିସ୍ଫୋରଣ ଘଟିଥିବା ବୌଦ୍ଧ ଏସ୍ପି ସୂଚନା ଦେଇଛନ୍ତି। ଗୁରୁତର ଯବାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ଜଣାପଡିଛି। ଏହି ଘଟଣାରେ ପୋଲିସର କମ୍ବିଂ ଅପରେସନ୍କୁ ଜୋରଦାର କରାଯାଇଛି I ବିସ୍ଫୋରଣରେ ମାଓବାଦୀଙ୍କ ହାତ ଥିବା ଆଶଙ୍କା କରାଯାଉଛି।




