ଏଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ଗଲେ ପତ୍ନୀ ଏବଂ ଡ଼ିଏଫଓ
ଭୁବନେଶ୍ୱର : ହାଇକୋର୍ଟରେ ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା I ଏହି ଘଟଣାରେ ହାଇକୋର୍ଟରେ ପହଁଚିଲେ ସୌମ୍ୟଙ୍କ ପତ୍ନୀ ବିଦ୍ୟା ଭାରତୀ ପଣ୍ଡା ଏବଂ ତତ୍କାଳୀନ ଡିଏଫଓ ସଂଗ୍ରାମ ବେହେରା I ନିମ୍ନ ଅଦାଲତଙ୍କ ନିର୍ଦ୍ଦେଶକୁ ଚାଲେଞ୍ଜ କରି ତାଙ୍କ ସେମାନେ ପୃଥକ ଭାବରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ମାମଲା ଦାୟର କରିଛନ୍ତି। ଉଭୟ ମାମଲାରେ ରାଜ୍ୟ ସରକାର ଓ ସୌମ୍ୟରଂଜନଙ୍କ ବାପା ଅଭିରାମ ମହାପାତ୍ରଙ୍କୁ ପକ୍ଷଭୁକ୍ତ କରାଯାଇଛି।