ରାସ୍ତାକଡ଼ରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ବରଗଡ଼ : ବରଗଡ଼ ଗାନ୍ଧିଛକ ଫରେଷ୍ଟ ଅଫିସ ଶକ୍ତି ନଗର ରାସ୍ତାରେ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡିଥିବାର ଦେଖିବାକୁ ମିଳିଛି। ମୃତ ଯୁବକ ଜଣକ ବରଗଡ଼ ମଙ୍ଗଳା ଝୁପୁଡିପଡାର ସୁରଜ ଦାସ(୨୦) ହୋଇଥିବା ସୂଚନା ରହିଛି । ତେବେ କେଉଁ କାରଣରୁ ତାର ମୃତ୍ୟୁ ହେଲା ଓ ରାସ୍ତାକଡ଼ରେ ଶବ ପଡ଼ି ରହିଛି ତାହା ଏ ପର୍ଯ୍ୟନ୍ତ ଜଣା ପଡ଼ିନାହିଁ। ତେବେ ତାକୁ କେହି ହତ୍ୟା କରିଥିବା ଭଳି ଅନୁମାନ କରାଯାଉଛି।

Samaya Live Picture
Published On

Tags: