ବନ୍ଦ ଘରୁ ୨ ମୃତଦେହ ଉଦ୍ଧାର ,କାରଣ ଅସ୍ପଷ୍ଟ

ଭୁବନେଶ୍ୱର : ବନ୍ଦ ଘରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର I ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଭିଙ୍ଗାରପୁର କାଜ ନିକଟରେ ଥିବା ମଇଁଷି ଫାର୍ମରୁ ମିଳିଛି ମୃତଦେହ I ୨ ମୃତକ ମଇଁଷି ଫାର୍ମର କର୍ମଚାରୀ ବୋଲି ଜଣାପଡ଼ିଛି I ସୂଚନାନୁସାରେ, ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଅନ୍ତର୍ଗତ ଭିଙ୍ଗାରପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି I ଭିଙ୍ଗାରପୁର କାଜ ନିକଟରେ ଥିବା ମଇଁଷି ଫାର୍ମରୁ ମିଳିଛି ମୃତଦେହ I ୨ ମୃତକ ହେଉଛନ୍ତି […]

Samaya Live Picture
Published On

ଭୁବନେଶ୍ୱର : ବନ୍ଦ ଘରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର I ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଭିଙ୍ଗାରପୁର କାଜ ନିକଟରେ ଥିବା ମଇଁଷି ଫାର୍ମରୁ ମିଳିଛି ମୃତଦେହ I ୨ ମୃତକ ମଇଁଷି ଫାର୍ମର କର୍ମଚାରୀ ବୋଲି ଜଣାପଡ଼ିଛି I

ସୂଚନାନୁସାରେ, ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଅନ୍ତର୍ଗତ ଭିଙ୍ଗାରପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି I ଭିଙ୍ଗାରପୁର କାଜ ନିକଟରେ ଥିବା ମଇଁଷି ଫାର୍ମରୁ ମିଳିଛି ମୃତଦେହ I ୨ ମୃତକ ହେଉଛନ୍ତି ସୁଶାନ୍ତ ଦାସ ଓ ଜଗବଂଧୁୁ ବେହେରା I ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଖବର ପାଇ ଘଟଣା ସ୍ଥଳରେ ବାଲିପାଟଣା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି I ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି I ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି I

Tags: