ଏୟାରପୋର୍ଟ ଛକ ଗଣ୍ଡଗୋଳ ଘଟଣାରେ ୭ ଗିରଫ

ଭୁବନେଶ୍ୱର : ଏୟାରପୋର୍ଟ ଛକ ମରଣାନ୍ତକ ଆକ୍ରମଣ ଘଟଣାରେ ୭ ଜଣଙ୍କୁ ଗିରଫ କରିଛି ଏୟାରପୋର୍ଟ ଥାନା ପୋଲିସ I ଫରେଷ୍ଟ ପାର୍କ ଓ କେଦାରପଲ୍ଲୀ ବସ୍ତିର ଯୁବକଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ଏହି ଏକାଧିକ ଲୋକଙ୍କ ନାଁରେ ପୂର୍ବରୁ ଥାନାରେ ବିଭିନ୍ନ ମାମଲା ରହିଥିବା ବେଳେ ଅନ୍ୟମାନଙ୍କ ଅପରାଧର ତାଲିକା ଖୋଜୁଛି ପୁଲିସ । ଆକ୍ରମଣରେ ବ୍ୟବହୃତ ମାରଣାସ୍ତ୍ର ଜବତ କରିଛି ପୋଲିସ । ଗତକାଲି ରାତିରେ ଭୁବନେଶ୍ୱର ଏୟାରପୋର୍ଟ ଛକରେ ୨ […]

Samaya Live Picture
Published On

ଭୁବନେଶ୍ୱର : ଏୟାରପୋର୍ଟ ଛକ ମରଣାନ୍ତକ ଆକ୍ରମଣ ଘଟଣାରେ ୭ ଜଣଙ୍କୁ ଗିରଫ କରିଛି ଏୟାରପୋର୍ଟ ଥାନା ପୋଲିସ I ଫରେଷ୍ଟ ପାର୍କ ଓ କେଦାରପଲ୍ଲୀ ବସ୍ତିର ଯୁବକଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ଏହି ଏକାଧିକ ଲୋକଙ୍କ ନାଁରେ ପୂର୍ବରୁ ଥାନାରେ ବିଭିନ୍ନ ମାମଲା ରହିଥିବା ବେଳେ ଅନ୍ୟମାନଙ୍କ ଅପରାଧର ତାଲିକା ଖୋଜୁଛି ପୁଲିସ । ଆକ୍ରମଣରେ ବ୍ୟବହୃତ ମାରଣାସ୍ତ୍ର ଜବତ କରିଛି ପୋଲିସ । ଗତକାଲି ରାତିରେ ଭୁବନେଶ୍ୱର ଏୟାରପୋର୍ଟ ଛକରେ ୨ ଯୁବକଙ୍କୁ ଅନ୍ୟ ଏକ ଯୁବ ଗୋଷ୍ଠୀ ଗୋଡେଇ ଗୋଡେଇ ସଂଘବଦ୍ଧ ଆକ୍ରମଣ କରିଥିଲେ I ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ଘଟଣା ଘଟିଥିବା ସୂଚନା ମିଳିଛି I

Tags: