ଚିଟ ଫଣ୍ଡ ସଂସ୍ଥାରେ ଇଡି ଚଢ଼ାଉ

ଭୁବନେଶ୍ୱର : ଚିଟ୍‌ଫଣ୍ଡ ସଂସ୍ଥା ଉପରେ ବଡ଼ଧରଣର ଚଢ଼ାଉ । ଗୁରୁବାର ଗୋଲ୍ଡେନ୍‌ ଲ୍ୟାଣ୍ଡ ଡେଭଲପର୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ନାମକ ଏକ ଚିଟଫଣ୍ଡ ସଂସ୍ଥା ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ( ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ୯୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ଇଡି ଏହି ଚଢ଼ାଉ କରିଥିବା ଜଣାପଡ଼ିଛି। ଓଡ଼ିଶା ସମେତ ଦେଶର ୨୦ଟି ସ୍ଥାନରେ ଇଡି ଚଢ଼ାଉ କରିଛି। ଭୁବନେଶ୍ୱର, ଦିଗପହଣ୍ଡି ସମେତ ଓଡ଼ିଶାର ୧୦ଟି ସ୍ଥାନରେ ଚଢ଼ାଉ ଚାଲିଛି। ଲୋଭନୀୟ ସ୍କିମର ପ୍ରଲୋଭନ ଦେଖାଇ […]

Samaya Live Picture
Published On

ଭୁବନେଶ୍ୱର : ଚିଟ୍‌ଫଣ୍ଡ ସଂସ୍ଥା ଉପରେ ବଡ଼ଧରଣର ଚଢ଼ାଉ । ଗୁରୁବାର ଗୋଲ୍ଡେନ୍‌ ଲ୍ୟାଣ୍ଡ ଡେଭଲପର୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ନାମକ ଏକ ଚିଟଫଣ୍ଡ ସଂସ୍ଥା ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ( ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ୯୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ଇଡି ଏହି ଚଢ଼ାଉ କରିଥିବା ଜଣାପଡ଼ିଛି। ଓଡ଼ିଶା ସମେତ ଦେଶର ୨୦ଟି ସ୍ଥାନରେ ଇଡି ଚଢ଼ାଉ କରିଛି। ଭୁବନେଶ୍ୱର, ଦିଗପହଣ୍ଡି ସମେତ ଓଡ଼ିଶାର ୧୦ଟି ସ୍ଥାନରେ ଚଢ଼ାଉ ଚାଲିଛି।

ଲୋଭନୀୟ ସ୍କିମର ପ୍ରଲୋଭନ ଦେଖାଇ ଲୋକମାନଙ୍କୁ ଟଙ୍କା ଠକି ଥିଲା ଏହି ଚିଟଫଣ୍ଡ ସଂସ୍ଥା। ଓଡ଼ିଶାରେ ୪ଲକ୍ଷ ୭୨ ହଜାର ଆବେଦନକାରୀ ନିଜର ଟଙ୍କା ଫେରସ୍ତ ପାଇଁ ରାଜ୍ୟ ସରକାରଙ୍କ ପାଖରେ ଆବେଦନ କରିଥିଲେ।

Tags: