ଭିଜିଲାନ୍ସ ଜାଲରେ ଛତ୍ରପୁର ବିଇଓ

ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ସୀତାରାମଙ୍କ ଛତ୍ରପୁର ସରକାରୀ କାର୍ଯ୍ୟାଳୟ, ବ୍ରହ୍ମପୁର ସହରର ରାମକୃଷ୍ଣନଗର ଓ ପୋଲସରା ସ୍ଥିତ ପୈତୃକ ବାସଭବନରେ ଏକାକାଳୀନ ରେଡ କରାଯାଇଛି। ଆଜି ସକାଳୁ ପାଞ୍ଚ ଜଣିଆ ଭିଜିଲାସନ୍ସ ଟିମ ଏହି ଚଢ଼ାଉରେ ନିୟୋଜିତ ଅଛନ୍ତି I ବର୍ତ୍ତମାନ ସୁଦ୍ଧା […]

Samaya Live Picture
Published On

ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ସୀତାରାମଙ୍କ ଛତ୍ରପୁର ସରକାରୀ କାର୍ଯ୍ୟାଳୟ, ବ୍ରହ୍ମପୁର ସହରର ରାମକୃଷ୍ଣନଗର ଓ ପୋଲସରା ସ୍ଥିତ ପୈତୃକ ବାସଭବନରେ ଏକାକାଳୀନ ରେଡ କରାଯାଇଛି। ଆଜି ସକାଳୁ ପାଞ୍ଚ ଜଣିଆ ଭିଜିଲାସନ୍ସ ଟିମ ଏହି ଚଢ଼ାଉରେ ନିୟୋଜିତ ଅଛନ୍ତି I ବର୍ତ୍ତମାନ ସୁଦ୍ଧା ସମ୍ପୂର୍ଣ୍ଣ ତଥ୍ୟ ମିଳିପାରି ନାହିଁ I

Tags: