ଶିଶୁକନ୍ୟାକୁ ହତ୍ୟା କରି କଟାମୁଣ୍ଡ ଧରି ଗାଁରେ ବୁଲିଲା ଯୁବକ
ସମ୍ବଲପୁର: ମାର୍ଚ୍ଚ ୨୫: ସମ୍ବଲପୁର କୁଚିଣ୍ଡା କସଡ଼ା ଗାଁରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ସମ୍ପୃକ୍ତ ଯୁବକ ୮ ବର୍ଷର ଶିଶୁକନ୍ୟାର ଗଳାକାଟି ନୃଶଂସ ଭାବେ ହତ୍ୟା କରିଥିଲା। ଏହାପରେ ଶିଶୁକନ୍ୟାର କଟାମୁଣ୍ଡ ଧରି ଯୁବକ ଜଣକ ଗାଁରେ ବୁଲିଥିଲା। ଯୁବକଙ୍କ ଏଭଳି ଉନ୍ମତ୍ତ କାଣ୍ଡ ଦେଖି ଗ୍ରାମବାସୀ ତାଙ୍କୁ କାବୁ କରିଥିଲେ। ଏହାପରେ ପୋଲିସ ଜିମା ଦେଇଥିଲେ। ତେବେ କେଉଁ କାରଣ ପାଇଁ ଯୁବକ ଜଣକ ଶିଶୁକନ୍ୟାକୁ ହତ୍ୟା କଲେ, ସେନେଇ କୌଣସି ସ୍ପଷ୍ଟ ସୂଚନା […]
ସମ୍ବଲପୁର: ମାର୍ଚ୍ଚ ୨୫: ସମ୍ବଲପୁର କୁଚିଣ୍ଡା କସଡ଼ା ଗାଁରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ସମ୍ପୃକ୍ତ ଯୁବକ ୮ ବର୍ଷର ଶିଶୁକନ୍ୟାର ଗଳାକାଟି ନୃଶଂସ ଭାବେ ହତ୍ୟା କରିଥିଲା। ଏହାପରେ ଶିଶୁକନ୍ୟାର କଟାମୁଣ୍ଡ ଧରି ଯୁବକ ଜଣକ ଗାଁରେ ବୁଲିଥିଲା। ଯୁବକଙ୍କ ଏଭଳି ଉନ୍ମତ୍ତ କାଣ୍ଡ ଦେଖି ଗ୍ରାମବାସୀ ତାଙ୍କୁ କାବୁ କରିଥିଲେ। ଏହାପରେ ପୋଲିସ ଜିମା ଦେଇଥିଲେ। ତେବେ କେଉଁ କାରଣ ପାଇଁ ଯୁବକ ଜଣକ ଶିଶୁକନ୍ୟାକୁ ହତ୍ୟା କଲେ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ । ମୃତଦେହ ଜବତ କରି ପୋଲିସ୍ ତଦନ୍ତ ଆରମ୍ଭ କରିଛି।




