କୋର୍ଟରେ ହାଜର ହେଲେ ଦୀନକୃଷ୍ଣ ମିଶ୍ର

ଭୁବନେଶ୍ୱର : ଭରତପୁର ଥାନା ମେଜର ଏବଂ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା । କୋର୍ଟରେ ହାଜର ହେଲେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର । କ୍ରାଇମବ୍ରାଞ୍ଚ ଆବେଦନ ପରେ ଭୁବନେଶ୍ୱର SDJM କୋର୍ଟରେ ହାଜର ହୋଇଛନ୍ତି ଦୀନକୃଷ୍ଣ ମିଶ୍ର । ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ ଟେଷ୍ଟ ପାଇଁ କୋର୍ଟରେ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ । କୋର୍ଟରୁ ନିର୍ଦେଶ ଆସିବା ପରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ ଟେଷ୍ଟ ହେବ । ସମସ୍ତ ପ୍ରକାର ଟେଷ୍ଟ ପାଇଁ […]

Samaya Live Picture
Published On

ଭୁବନେଶ୍ୱର : ଭରତପୁର ଥାନା ମେଜର ଏବଂ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା । କୋର୍ଟରେ ହାଜର ହେଲେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର । କ୍ରାଇମବ୍ରାଞ୍ଚ ଆବେଦନ ପରେ ଭୁବନେଶ୍ୱର SDJM କୋର୍ଟରେ ହାଜର ହୋଇଛନ୍ତି ଦୀନକୃଷ୍ଣ ମିଶ୍ର । ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ ଟେଷ୍ଟ ପାଇଁ କୋର୍ଟରେ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ । କୋର୍ଟରୁ ନିର୍ଦେଶ ଆସିବା ପରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ ଟେଷ୍ଟ ହେବ । ସମସ୍ତ ପ୍ରକାର ଟେଷ୍ଟ ପାଇଁ ସହମତି ଦେଇଛନ୍ତି ଦୀନକୃଷ୍ଣ ମିଶ୍ର । ପଲିଗ୍ରାଫ ଟେଷ୍ଟ ପାଇଁ କ୍ରାଇମବ୍ରାଞ୍ଚ ଦୀନକୃଷ୍ଣଙ୍କୁ ଗୁଜୁରାଟ ଗାନ୍ଧିନଗର ନେବ ବୋଲି ସୂଚନା ମିଳିଛି ।

Tags: