ବ୍ରହ୍ମପୁରରେ ଏନକାଉଣ୍ଟର,ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ବ୍ରହ୍ମପୁର : ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲ ନାହାକ ଗରୁତର। ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ପିତାତଳି ନକିଟରେ ଏନକାଉଣ୍ଟର ହୋଇଛି । ସୁନୀଲ ନହାକ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଥିଲା ପୋଲିସ । ତାର ବାମଗୋଡରେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ବିବେକାନନ୍ଦ ଓ ତାଙ୍କ ଟିମ ଏନକାଉଣ୍ଟର କରିଛନ୍ତି । ସୁନିଲ […]

ବ୍ରହ୍ମପୁରରେ ଏନକାଉଣ୍ଟର,ଦୁର୍ଦ୍ଦାନ୍ତ ଅପରାଧୀ ଆହତ
Samaya Live Picture
Published On

ବ୍ରହ୍ମପୁର : ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲ ନାହାକ ଗରୁତର। ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ପିତାତଳି ନକିଟରେ ଏନକାଉଣ୍ଟର ହୋଇଛି । ସୁନୀଲ ନହାକ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଥିଲା ପୋଲିସ । ତାର ବାମଗୋଡରେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ବିବେକାନନ୍ଦ ଓ ତାଙ୍କ ଟିମ ଏନକାଉଣ୍ଟର କରିଛନ୍ତି । ସୁନିଲ ନିମଖଣ୍ଡି ଥାନା ଲୁଟ୍ ଘଟଣା ସମେତ ଅନେକ ଚୋରି ଡକାୟତି ରାହାଜାନି ଘଟଣାରେ ସମ୍ପୃକ୍ତ ରହି ଫେରାର ଥିଲା ।

Tags: