କଣ୍ଟାବାଞ୍ଜି ଜେଲ ରେ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା, ମମିତା ମେହେର ହତ୍ୟାକାଣ୍ଡର ଥିଲେ ମୁଖ୍ୟ ଅଭିଯୁକ୍ତ

ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା । ବେକରେ ଗାମୁଛା ଗଡ଼ାଇ କଣ୍ଟାବାଞ୍ଝି ଜେଲରେ ଆତ୍ମହତ୍ୟା କରିଛନ୍ତି ଗୋବିନ୍ଦ । ଏହାପରେ ତୁରନ୍ତ ତାଙ୍କୁ କଣ୍ଟାବାଞ୍ଝି ମେଡିକାଲ ନିଆଯାଇଥିଲା,ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ତେବେ ଗୋବିନ୍ଦ କେଉଁ କାରଣରୁ ଆତ୍ମହତ୍ୟା କଲେ ତାହା ଏଯାଏଁ ଅସ୍ପଷ୍ଟ ରହିଛି । ଆଜି ଜେଏମଏଫସି କୋର୍ଟରେ ହାଜର ହୋଇଥାନ୍ତେ ଗୋବିନ୍ଦ । କିନ୍ତୁ ଏହା ପୂର୍ବରୁ ଗୋବିନ୍ଦ ଆତ୍ମହତ୍ୟା କରିଛନ୍ତି Iମମିତା ମେହେର ହତ୍ୟାକାଣ୍ଡର ଥିଲେ ମୁଖ୍ୟ ଅଭିଯୁକ୍ତ […]

Samaya Live Picture
Published On

ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା । ବେକରେ ଗାମୁଛା ଗଡ଼ାଇ କଣ୍ଟାବାଞ୍ଝି ଜେଲରେ ଆତ୍ମହତ୍ୟା କରିଛନ୍ତି ଗୋବିନ୍ଦ । ଏହାପରେ ତୁରନ୍ତ ତାଙ୍କୁ କଣ୍ଟାବାଞ୍ଝି ମେଡିକାଲ ନିଆଯାଇଥିଲା,ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ତେବେ ଗୋବିନ୍ଦ କେଉଁ କାରଣରୁ ଆତ୍ମହତ୍ୟା କଲେ ତାହା ଏଯାଏଁ ଅସ୍ପଷ୍ଟ ରହିଛି । ଆଜି ଜେଏମଏଫସି କୋର୍ଟରେ ହାଜର ହୋଇଥାନ୍ତେ ଗୋବିନ୍ଦ । କିନ୍ତୁ ଏହା ପୂର୍ବରୁ ଗୋବିନ୍ଦ ଆତ୍ମହତ୍ୟା କରିଛନ୍ତି Iମମିତା ମେହେର ହତ୍ୟାକାଣ୍ଡର ଥିଲେ ମୁଖ୍ୟ ଅଭିଯୁକ୍ତ ଥିଲେ ଗୋବିନ୍ଦ ସାହୁ I

Tags: