ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ୱର : ଭୁବନେଶ୍ୱର ସପ୍ତମ ବାଟାଲିୟନରୁ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକ ହେଉଛନ୍ତି ଦୁର୍ଯ୍ୟୋଧନ ମହାନ୍ତି । କ୍ୟାମ୍ପସ ପରିସରରେ ଥିବା ଏକ ଗଛରେ ରଶି ଲଗାଇ ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଛନ୍ତି I ଦୁର୍ଯ୍ୟୋଧନ ୨୦୦୨ ବ୍ୟାଚର ସିପାହୀ ଥିଲେ । ତେବେ କାହିଁକି ଓ କେଉଁ ପରିସ୍ଥିତିରେ ଦୁର୍ଯ୍ୟୋଧନ ଆତ୍ମହତ୍ୟା କଲେ ତାହାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନଥିବାବେଳେ ଘଟଣାସ୍ଥଳରେ ମୈତ୍ରୀବିହାର ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । […]
ଭୁବନେଶ୍ୱର : ଭୁବନେଶ୍ୱର ସପ୍ତମ ବାଟାଲିୟନରୁ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକ ହେଉଛନ୍ତି ଦୁର୍ଯ୍ୟୋଧନ ମହାନ୍ତି । କ୍ୟାମ୍ପସ ପରିସରରେ ଥିବା ଏକ ଗଛରେ ରଶି ଲଗାଇ ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଛନ୍ତି I ଦୁର୍ଯ୍ୟୋଧନ ୨୦୦୨ ବ୍ୟାଚର ସିପାହୀ ଥିଲେ ।
ତେବେ କାହିଁକି ଓ କେଉଁ ପରିସ୍ଥିତିରେ ଦୁର୍ଯ୍ୟୋଧନ ଆତ୍ମହତ୍ୟା କଲେ ତାହାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନଥିବାବେଳେ ଘଟଣାସ୍ଥଳରେ ମୈତ୍ରୀବିହାର ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ।




