ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ,୨ଟି ସ୍ଥାନରେ ଚଢ଼ାଉ

 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ,୨ଟି ସ୍ଥାନରେ ଚଢ଼ାଉ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଗ୍ରାହକଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଟାଟା ପାୱାର କନିଷ୍ଠ ଯନ୍ତ୍ରୀ ପ୍ରଦେଶ ପ୍ରସାଦ ନାୟକ । ସେ ମାଲକାନଗିରି ଟିପିଏସଓଡିଏଲ ବିଭାଗରେ କାର୍ଯ୍ୟରତ ଥିଲେ । କନିଷ୍ଠ ଯନ୍ତ୍ରୀଙ୍କ ସହ ତାଙ୍କ ସହଯୋଗୀ ଭଞ୍ଜକିଶୋର ସ୍ବାଇଁଙ୍କୁ ମଧ୍ୟ ଅଟକ ରଖିଛି ଭିଜିଲାନ୍ସ । ଏକ ଇଟା ଫ୍ୟାକ୍ଟ୍ରିକୁ ବିଦ୍ୟୁତ ସଂଯୋଗ ଦେବା ପାଇଁ ନେଉଥିଲେ ଲାଞ୍ଚ । ପ୍ରଦେଶଙ୍କର ଏକକାଳୀନ ୨ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ  ।

ସମ୍ବନ୍ଧିତ ଖବର ସୁନ୍ଦରପଦା ବାଣ ବିସ୍ଫୋରଣ ଘଟଣାରେ NIA ତଦନ୍ତ ଜାରି

Tags: