ଭିଜିଲାନ୍ସ ଜାଲରେ ମେଡିକାଲ ଅଫିସର

ଆନନ୍ଦପୁର : ଲାଞ୍ଚ ନେଇ ଧରାପଡ଼ିଲେ ମେଡିକାଲ ଅଫିସର I ଆଜି ଜଣେ କର୍ମଚାରୀଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଜିଲା ସାଇଁକୁଳ ମେଡିକାଲ ଅଫିସର ଡା ରଂଜିତ କୁମାର ରାଉତଙ୍କୁ ଧରିଛି ଭିଜିଲାନ୍ସ I ଏହାସହିତ ଟଙ୍କା ଠାରୁ ୨୦ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ I ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରି ଡାକ୍ତରଙ୍କୁ ଗିରଫ କରି ଅଧିକ ତଦନ୍ତ ଚଲାଇଛି। ଏପରିକି ଭିଜିଲାନ୍ସ […]

Samaya Live Picture
Published On

ଆନନ୍ଦପୁର : ଲାଞ୍ଚ ନେଇ ଧରାପଡ଼ିଲେ ମେଡିକାଲ ଅଫିସର I ଆଜି ଜଣେ କର୍ମଚାରୀଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଜିଲା ସାଇଁକୁଳ ମେଡିକାଲ ଅଫିସର ଡା ରଂଜିତ କୁମାର ରାଉତଙ୍କୁ ଧରିଛି ଭିଜିଲାନ୍ସ I ଏହାସହିତ ଟଙ୍କା ଠାରୁ ୨୦ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ I ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରି ଡାକ୍ତରଙ୍କୁ ଗିରଫ କରି ଅଧିକ ତଦନ୍ତ ଚଲାଇଛି। ଏପରିକି ଭିଜିଲାନ୍ସ ଟିମ୍‌ ଡାକ୍ତରଙ୍କ ଅଫିରରେ ମଧ୍ୟ ତଦନ୍ତ ଜାରି ରଖିଥିବା ଜଣାପଡିଛି।

Tags: