କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍‌

ଭୁବନେଶ୍ୱର: କଂଗ୍ରେସ ବିଧାୟକ ତଥା ମେଟ୍ରୋ ବିଲ୍‌ଡରସ୍‌ ଏମ୍‌ଡି ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍‌ ହୋଇଛି । ଓଆର୍‌ଏଚ୍‌ଡିସି ଦୁର୍ନୀତି ମାମଲାରେ ସ୍ୱତନ୍ତ୍ର ଭିଜିଲାନ୍‌ସ କୋର୍ଟ ଏହିପରି ଦଣ୍ଡ ଶୁଣାଇଛି । ମୋକିମ୍‌ଙ୍କ ସହିତ ପୂର୍ବତନ ଆଇଏସ୍‌ ବିନୋଦ କୁମାର, କମ୍ପାନୀ ସେକ୍ରେଟାରୀ ସ୍ୱସ୍ତିରଂଜନ ମହାନ୍ତି ଓ ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ମଧ୍ୟ ୩ ବର୍ଷ ଜେଲ୍‌ ଲେଖାଏଁ ଦଣ୍ଡାଦେଶ ହୋଇଛି । ଏହାସହିତ ସେମାନଙ୍କୁ ୫୦ ହଜାର ଲେଖାଏଁ ଜରିମାନା ହୋଇଛି […]

Samaya Live Picture
Published On

ଭୁବନେଶ୍ୱର: କଂଗ୍ରେସ ବିଧାୟକ ତଥା ମେଟ୍ରୋ ବିଲ୍‌ଡରସ୍‌ ଏମ୍‌ଡି ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍‌ ହୋଇଛି । ଓଆର୍‌ଏଚ୍‌ଡିସି ଦୁର୍ନୀତି ମାମଲାରେ ସ୍ୱତନ୍ତ୍ର ଭିଜିଲାନ୍‌ସ କୋର୍ଟ ଏହିପରି ଦଣ୍ଡ ଶୁଣାଇଛି । ମୋକିମ୍‌ଙ୍କ ସହିତ ପୂର୍ବତନ ଆଇଏସ୍‌ ବିନୋଦ କୁମାର, କମ୍ପାନୀ ସେକ୍ରେଟାରୀ ସ୍ୱସ୍ତିରଂଜନ ମହାନ୍ତି ଓ ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ମଧ୍ୟ ୩ ବର୍ଷ ଜେଲ୍‌ ଲେଖାଏଁ ଦଣ୍ଡାଦେଶ ହୋଇଛି । ଏହାସହିତ ସେମାନଙ୍କୁ ୫୦ ହଜାର ଲେଖାଏଁ ଜରିମାନା ହୋଇଛି । ଜରିମାନା ଅନାଦେୟ ହେଲେ ଅଧିକ ୬ ମାସ ଜେଲ୍‌ରେ ରହିବେ ବୋଲି କୋର୍ଟ ଶୁଣାଇଛନ୍ତି ।