ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଗୁମୁଟରୁ ଦାନବାକ୍ସ ଲୁଟ୍‌

ପୁରୀ : ଶ୍ରୀ ଜଗନ୍ନାଥ ମନ୍ଦିରରୁ ଲୁଟ ! ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଶ୍ରୀକ୍ଷେତ୍ର ଧାମ ପୁରୀରୁ ଆସିଛି ଏହି ଖବର । ଦକ୍ଷିଣ ଦ୍ୱାର ଗୁମୁଟରୁ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଲୁହା ରଡ଼ ରେ ତାଡି ଚୋର ମାନେ ଦାନବକସ ଟେକିନେଇଥିବା ଜଣ ପଡିଛି I ଶ୍ରୀମନ୍ଦିର ପରିସରରେ ଭଙ୍ଗା ଦାନବାକ୍ସ ଓ ଲୁହାଛଡ଼ା ପଡ଼ିଥିବା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ଶାଖା କାର୍ଯ୍ୟାଳୟ ନିକଟରେ ପଡିଛି । ଅଭିଯୋଗ ଆଧାରରେ […]

Samaya Live Picture
Published On

ପୁରୀ : ଶ୍ରୀ ଜଗନ୍ନାଥ ମନ୍ଦିରରୁ ଲୁଟ ! ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଶ୍ରୀକ୍ଷେତ୍ର ଧାମ ପୁରୀରୁ ଆସିଛି ଏହି ଖବର । ଦକ୍ଷିଣ ଦ୍ୱାର ଗୁମୁଟରୁ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଲୁହା ରଡ଼ ରେ ତାଡି ଚୋର ମାନେ ଦାନବକସ ଟେକିନେଇଥିବା ଜଣ ପଡିଛି I ଶ୍ରୀମନ୍ଦିର ପରିସରରେ ଭଙ୍ଗା ଦାନବାକ୍ସ ଓ ଲୁହାଛଡ଼ା ପଡ଼ିଥିବା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ଶାଖା କାର୍ଯ୍ୟାଳୟ ନିକଟରେ ପଡିଛି । ଅଭିଯୋଗ ଆଧାରରେ ତଦନ୍ତ ଆରମ୍ଭ କରାଯାଇଥିବା ଜଣାପଡ଼ିଛି । କିନ୍ତୁ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ଏଯାଏଁ ସ୍ପଷ୍ଟ ସୂଚନା ମିଳି ନାହିଁ I

Tags: