ଭିଜିଲାନ୍ସ ଜାଲରେ ତମାଣ୍ଡୋ ଥାନା ଏସଆଇ
ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପଡିଛନ୍ତି ତମାଣ୍ଡୋ ଥାନା ଏସଆଇ ଅଭିମନ୍ୟୁ ଚୌଧୁରୀ I ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏସ୍ଆଇ ଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି I ଭୁବନେଶ୍ୱର ସହିତ ଏକକାଳୀନ ୩ ଜାଗାରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି I ଅଭିମନ୍ୟୁଙ୍କ ଭୁବନେଶ୍ୱରରେ ଥିବା ଘର ଓ ନୟାଗଡ଼ର ଥିବା ପୈତୃକ ଘରେ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି। ଭୁବନେଶ୍ୱର ସ୍ଥିତ ପାଇକନଗରରେ ଥିବା ୪ ମହଲା ବିଲ୍ଡିଂ ଓ […]
ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପଡିଛନ୍ତି ତମାଣ୍ଡୋ ଥାନା ଏସଆଇ ଅଭିମନ୍ୟୁ ଚୌଧୁରୀ I ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏସ୍ଆଇ ଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି I ଭୁବନେଶ୍ୱର ସହିତ ଏକକାଳୀନ ୩ ଜାଗାରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି I ଅଭିମନ୍ୟୁଙ୍କ ଭୁବନେଶ୍ୱରରେ ଥିବା ଘର ଓ ନୟାଗଡ଼ର ଥିବା ପୈତୃକ ଘରେ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି। ଭୁବନେଶ୍ୱର ସ୍ଥିତ ପାଇକନଗରରେ ଥିବା ୪ ମହଲା ବିଲ୍ଡିଂ ଓ ତମାଣ୍ଡୋ ଅଫିସରେ ଚଢ଼ାଉ କରାଯାଇଛି। ସେହିପରି ନୟାଗଡ଼ର ରଣପୁର ନଛିପୁର ଗାଁ ସ୍ଥିତ ପୈତୃକ ଘରେ ମଧ୍ୟ ଚଢ଼ାଉ କାରାଯାଇଛି। ଏହି ଚଢ଼ାଉରେ ୩ଜଣ ଡିଏସ୍ପି, ୧୧ଜଣ ଇନିସପେକ୍ଟର ଓ ୬ଜଣ ଏସଆଇ ସାମିଲ ଅଛନ୍ତି ।




