ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବାଲେଶ୍ୱର : ବାଲେଶ୍ଵର ଗ୍ରାମ ନିର୍ମାଣ ମଣ୍ଡଳ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟଳୟରେ ଭିଜିଲାନ୍ସର ଚଢ଼ାଉ । ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍ ଭି ହରିହର ରାଓଙ୍କ କୁକୁଡ଼ା ପଦା ସ୍ଥିତ କାର୍ଯ୍ୟଳୟ ଓ ସରକାରୀ ବାସଭବନ ରେ ଚଢାଉ ଜାରି ରହିବା ସହ ଏକକାଳୀନ ୧୧ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ।

Tags: