ମହାନଦୀ କୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା

କଟକ : ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ଯୁବତୀ । ଯୁବତୀ ଜଣକ କଟକ ହରିଣ ପାର୍କ ନିକଟରେ ମହାନଦୀକୁ ଡେଇଁ ପଡ଼ିଥିଲେ । ସ୍ଥାନୀୟ ଲୋକମାନେ ତୁରନ୍ତ ଦମକଳ ବାହିନୀଙ୍କୁ ଖବର ଦେଇଥିଲେ I ଘଟଣାସ୍ଥଳରେ ଦମକଳ ବାହିନୀ ତାଙ୍କୁ ଉଦ୍ଧାର କରି ଏସସିବିରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ଯୁବତୀଙ୍କୁ ମୃତ ଘୋଷଣା କରିଥିଲେ। ମହାନଦୀକୁ ଡେଇଁବାର କାରଣ ଅସ୍ପଷ୍ଟ ରହିଥିବାବେଳେ ଯୁବତୀଙ୍କ ପରିଚୟ ମିଳିପାରି ନାହିଁ।

Samaya Live Picture
Published On

Tags: