ପୁରୀରେ ଯୁବକଙ୍କୁ ନିର୍ମମ ହତ୍ୟା
ପୁରୀ : ପୁରୀ ପେଣ୍ଠକଟାରେ ଧାରୁଆ ଅସ୍ତ୍ରରେ ହାଣି ଯୁବକଙ୍କୁ ନିର୍ମମ ହତ୍ୟା । ପୁରୀ ସମୁଦ୍ରକୁଳ ଥାନା ଅନ୍ତର୍ଗତ ପେଣ୍ଠକଟା ଧୋବାଖାଲ ତାରେଣୀ ବସ୍ତିରେ ଘଟିଛି ଏହି ଘଟଣା । ମୃତକ ଜଣକ ବଡଶଙ୍ଖ ଅଞ୍ଚଳର ତପୁ ନାୟକ ବୋଲି ଜଣାପଡିଛି । ଖବର ପାଇ ଘଟଣା ସ୍ଥଳରେ ସମୁଦ୍ରକୁଳ ଥାନା ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ହତ୍ୟାର କାରଣ ଅସ୍ପଷ୍ଟ ରହିବଥିବାବେଳେ କିଏ ଓ କାହିଁକି ହତ୍ୟା କଲା ତାହା ଜଣାପଡିନାହିଁ ।
Tags:




