culture of odisha
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ଦୀପାବଳିରେ ଶ୍ରୀମନ୍ଦିର ବନ୍ଦ: ମନ୍ଦିର ଚତୁପାଶ୍ୱର୍ରେ ୧୪୪ ଧାରା
Published On
By Samaya Live
ପୁରୀ: ନଭେମ୍ବର ୦୧: ଆସନ୍ତା ୪ ତାରିଖରେ ପବିତ୍ର ଦୀପାବଳି ଓ ପୟାଶ୍ରାଦ୍ଧ ସକାଶେ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ୧୪୪ଧାରା ଜାରି ହେବ । ପରମ୍ପରା ଅନୁସାରେ ଭକ୍ତିମାନେ ବଡବଡିଆ ଡାକିବା ପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକତ୍ରିତ ହୋଇ କାଉଁରିଆ କାଠି ଜାଳିବେ ନାହିଁ ବୋଲି କଟକଣା ରହିଛି । ଏନେଇ ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି । ସେହିପରି କାଳିପୂଜା ଅବସରରେ ୪ ଓ […]
କାର୍ତ୍ତିକ ପୁନେଇଁ
Published On
By Samaya Live
କାର୍ତ୍ତିକ ପୁନେଇଁ ଆସିଲାଣି ଧାଇଁ କୁହୁଡ଼ିଆ ଦିଶେ ଧରା ଘାସ ଗାଲିଚାରେ କାକର ପଡ଼ଇ ମନ ମୋହିନିଏ ପରା । । ପ୍ରତି ଓଡ଼ିଆଙ୍କ ପାଇଁ ଏ ପୁନେଇଁ ଅଭୂଲା ପରା ଅଟଇ ନଈ, ସାଗରରେ ଡ଼ଙ୍ଗାକୁ ଭସାଇ ଫେରିଆସନ୍ତି ଖୁସି ହୋଇ । । ଓଡ଼ିଆ ସାଧବ ଦୂର ଦ୍ୱୀପ ଯାଇ ବ୍ୟବସାୟ କରୁଥିଲେ ବୋଇତରେ ଧନ ଆଣୁଥିଲେ ବୋହି ଗୌରବ ବଢ଼ାଉଥିଲେ । । ଏଇ ଦିନ ଧବଳେଶ୍ୱର ପୀଠରେ ଭକ୍ତଙ୍କ ଭିଡ଼ ଜମାଇ […]
୧୩ ରେ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଆରମ୍ଭ, ନିୟୋଜିତ ହେବେ ୧୦ ପ୍ଲାଟୁନ୍ ଫୋର୍ସ
Published On
By Samaya Live
ଭବାନୀପାଟଣା,ଅକ୍ଟୋବର ୧୧: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରରେ ଆସନ୍ତା ଅକ୍ଟୋବର ୧୩ ତାରିଖରେ ମାଁ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଅନୁଷ୍ଠିତ ହେବ । ଏଥିନିମନ୍ତେ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଛତର ଯାତ୍ରା ନିମନ୍ତେ ୧୦ ପ୍ଲାଟୁନ୍ ପୋଲିସ ଫୋର୍ସ ନିୟୋଜିତ ହେବ ବୋଲି ସୂଚନା ମିଳିଛି । ସେହିଭଳି ଆସନ୍ତା ୧୨ ତାରିଖ ରାତି ୮ ଟାରୁ ୧୩ ତାରିଖ ଦିନ ୧୨ ଟା ପର୍ଯ୍ୟନ୍ତ ଭବାନୀପାଟଣା ସହରରେ ୧୪୪ ଧାରା […]
ଶ୍ରଦ୍ଧାଳୁଙ୍କ ପାଇଁ ଆଜି ଶ୍ରୀମନ୍ଦିର ବନ୍ଦ
Published On
By Samaya Live
ଭୁବନେଶ୍ୱର: ସେପ୍ଟେମ୍ବର ୧୭: ବିଶ୍ୱକର୍ମା ପୂଜା ଏବଂ ବଡ଼ ଏକାଦଶୀ ଥିବାରୁ ଆଜି ଶ୍ରଦ୍ଧାଳୁମାନଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଛି । ଭିଡ଼ ହେବା ଆଶଙ୍କାରେ ନୂଆ ଏସ୍ଓପି ନିୟମ ଅନୁସାରେ ଶ୍ରୀମନ୍ଦିର ବନ୍ଦ କରାଯାଇଛି । ବିଶ୍ୱକର୍ମା ପୂଜା ସହ ଆଜି ବାମନ ଜନ୍ମ, ପାଶ୍ୱର୍ ପରିବର୍ତ୍ତନ ବା ବଡ଼ ଏକାଦଶୀ, ସଂକ୍ରାନ୍ତି ମଧ୍ୟ ପଡ଼ିଛି । ଏହାସିହତ ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଶ୍ରୀଜଗନ୍ନାଥଙ୍କର ପାଶ୍ୱର୍ ପରିବର୍ତ୍ତନ ନୀତି ସହ […]

