cuttack chandi mandir
ଓଡ଼ିଶା 

କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କଲେ ୫-ଟି ସଚିବ

କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କଲେ ୫-ଟି ସଚିବ କଟକ: ଅପ୍ରେଲ ୨୧: ଆଜି ସକାଳେ କଟକ ଚଣ୍ଡୀ ମନ୍ଦିରରେ ପହଞ୍ଚିଛନ୍ତି ୫- ଟି ସଚିବ ଭି .କେ. ପାଣ୍ଡିଆନ୍ । ସେ ମା କଟକ ଚଣ୍ଡୀଙ୍କ ଦର୍ଶନ କରିବା ସହ ମୁଖ୍ୟ ପୂଜକ ମନୋଜ ପଣ୍ଡାଙ୍କ ସହ ମନ୍ଦିର ସମ୍ପର୍କିତ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।ମନ୍ଦିରର ଉନ୍ନତିକରଣ ତଥା ଅନ୍ୟାନ୍ୟ ବିକାଶ କାର୍ଯ୍ୟ ପାଇଁ ୭ ଦିନ ମଧ୍ୟରେ ମାଷ୍ଟରପ୍ଲାନ ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବା ନେଇ ସୂଚନା ରହିଛି। ସୂଚନାଯୋଗ୍ୟ […]
Read More...

Advertisement