Cuttack headlines
ଓଡ଼ିଶା 

ଭିଜିଲାନ୍ସ ନଜରରେ କଟକ ସିଟି ଓ ଜିଏସଟିର ଅତିରିକ୍ତ କମିସନର, ଘର ଓ ଅଫିସରେ ଚଢ଼ାଉ ଜାରି

ଭିଜିଲାନ୍ସ ନଜରରେ କଟକ ସିଟି ଓ ଜିଏସଟିର ଅତିରିକ୍ତ କମିସନର, ଘର ଓ ଅଫିସରେ  ଚଢ଼ାଉ ଜାରି ଭୁବନେଶ୍ବର: କିଛି ଦିନ ହେବ ଆକ୍ସନ ମୋଡରେ ଭିଜିଲାନ୍ସ ନଜର ଆସୁଛି। ଆଜି କଟକ ସିଟି ଓ ଜିଏସଟିର ଅତିରିକ୍ତ କମିସନରଙ୍କ ଉପରେ ଭିଜିଲାନ୍ସ ଚଢ଼ାଉ କରିଛି। ଏକକାଳୀନ ଭାବେ କମିସନରଙ୍କ ଯାଜପୁର ରୋଡ ସ୍ଥିତ ଘର ସମେତ କଟକ ଓ ଭୁବନେଶ୍ୱରରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ସକାଳେ କଟକ ସିଟି ଓ ଜିଏସଟିର ଅତିରିକ୍ତ କମିସନରଙ୍କ ପୀୟୂଷକାନ୍ତ ପାଣିଙ୍କ ଘର ଓ ଅଫିସରେ ଚଢ଼ାଉ ଜାରି ରହିଛି। ଚଢାଉରେ […]
Read More...

Advertisement