Cyclone 'Sitrang' will not touch Odisha
ଓଡ଼ିଶା  ପାଣିପାଗ 

ଓଡିଶା ଛୁଇଁବ ନାହିଁ ବାତ୍ୟା ‘ସିତ୍ରାଙ୍ଗ’

ଓଡିଶା ଛୁଇଁବ ନାହିଁ ବାତ୍ୟା ‘ସିତ୍ରାଙ୍ଗ’ ଭୁବନେଶ୍ୱର : ଓଡିଶାରୁ ଟଳିଲା ବାତ୍ୟା ସମ୍ଭାବନା I ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’ ଓଡ଼ିଶାରେ ସ୍ଥଳ ଭାଗ ଛୁଇଁବ ନାହିଁ। ଓଡ଼ିଶା ଉପକୂଳ କେନ୍ଦ୍ରାପଡା ରୁ ଦିଘା ପଟେ ହୋଇ ପଶ୍ଚିମବଙ୍ଗ-ବାଂଲାଦେଶ ଆଡ଼କୁ ମୁହାଁଇବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ତେବେ ଆଜି ପୂର୍ବାହ୍ନରେ ବ‌ଙ୍ଗୋପସାଗର ଅନ୍ତର୍ଗତ ଆଣ୍ଡାମାନ ସାଗର ଓ ତତ୍‌ସଂଲଗ୍ନ ଜଳରାଶି ଉପରେ ସୃଷ୍ଟ ଲଘୁଚାପ ସମ୍ପୃକ୍ତ ଅଞ୍ଚଳରେ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ […]
Read More...

Advertisement