ଘଣ୍ଟାକୁ ୧୫ କିଲୋମିଟର ବେଗରେ ସ୍ଥଳଭାଗ ଆଡକୁ ମାଡଆସୁଛିି ବାତ୍ୟା ବୁଲବୁଲ

ସମୟ ଲାଇଭ,୯/୧୧:ବାତ୍ୟା ବୁଲବୁଲ ବର୍ତ୍ତମାନ ସୁଦ୍ଧା  ପାରାଦୀପଠାରୁ ୯୫ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ବାତ୍ୟା ବୁଲବୁଲ ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି । ବାତ୍ୟା ବୁଲବୁଲ ସଂନ୍ଧ୍ୟା ସୁଦ୍ଧା ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡ଼କୁ ଗତି କରିବ । ବୁଲବୁଲ ପାରାଦୀପଠାରୁ ୯୫ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ବର୍ତ୍ତମାନ ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି ବାତ୍ୟା ବୁଲବୁଲ । ବୁଲବୁଲ ପ୍ର୍ରଭାବରେ ଗତକାଲି ଠାରୁ କେନ୍ଦ୍ରାପଡ଼ା, ଜଗତସିଂହପୁର. ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ଜାରି ରହିଛି । ଆଜି ସକାଳ ଠାରୁ ଏହି ସବୁ ସ୍ଥାନରେ ବର୍ଷା ଓ ପବନର ବେଗ ମଧ୍ୟ ବଢିଛି । ପ୍ରବଳ ବର୍ଷା ପବନରେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି ।

Comments are closed.