Cyclone is active on Odisha
ଓଡ଼ିଶା  ପାଣିପାଗ 

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ୪ ଜିଲ୍ଲାକୁ ସତର୍କ

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ୪ ଜିଲ୍ଲାକୁ ସତର୍କ ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରଭାବ ରହିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ବିଶେଷ କରି ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡ଼ିକ ହେଲା-ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଦେବଗଡ଼ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ | ଏହାର […]
Read More...

Advertisement