cyclonic circulation has formed over south Andaman Sea
ଓଡ଼ିଶା  ପାଣିପାଗ 

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତା ୨୦ରେ ଲଘୁଚାପ

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତା ୨୦ରେ ଲଘୁଚାପ ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । କ୍ରମେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ସୂଚାନ ଦେଇଛି । ତେବେ ୪୮ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଆସନ୍ତା ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଦିଗକୁ ଗତି କରିପାରେ । A #Cyclonic Circulation lies over south Andaman Sea & neighbourhood. […]
Read More...

Advertisement