Delhi cm announces compensation for
ଦେଶ- ବିଦେଶ 

ଦିଲ୍ଲୀ ବିସ୍ଫୋରଣ ପାଇଁ କ୍ଷତିପୂରଣ ଘୋଷଣା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ବିସ୍ଫୋରଣ ପାଇଁ କ୍ଷତିପୂରଣ ଘୋଷଣା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ:  ଦିଲ୍ଲୀରେ ଗତକାଲି ହୋଇଥିବା ବିସ୍ଫୋରଣ ସମଗ୍ର ଦେଶକୁ ସ୍ତବ୍ଧ କରିଦେଇଛି ବୋଲି ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା କହିଛନ୍ତି। ମୃତକଙ୍କ ପରିବାର ସଦସ୍ୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ‌ରେଖା ଗୁପ୍ତା‌ କ୍ଷତିପୂରଣ ଘୋଷଣା କରିଛନ୍ତି। ମୃତକଙ୍କ ପରିବାର ସଦସ୍ୟଙ୍କ ପାଇଁ ୧୦ ଲକ୍ଷ, ସ୍ଥାୟୀ ଭାବେ ଅକ୍ଷମ ହୋଇଥିବା ବ୍ୟକ୍ତିଙ୍କ ପାଇଁ ୫ ଲକ୍ଷ ଏବଂ ଗୁରୁତର...
Read More...

Advertisement