Dhamnagar MLA Vishnu Sethi passed away
ଓଡ଼ିଶା 

ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ

ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ଭୁବନେଶ୍ୱର : ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା । ସେ ପ୍ରାୟ ଏକମାସ ଧାତି କିଡ୍ନୀ ଜନିତ ରୋଗରେ ପୀଡିତ ଥିଲେ I ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ଭୁବନେଶ୍ୱର ଏମ୍‌ସରେ ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି । ଖବର ଅନୁସାରେ ବିଷ୍ଣୁ ସେଠୀ ପ୍ରାୟ ବର୍ଷେ ହେବ କିଡନୀଜନିତ ରୋଗରେ ଅସୁସ୍ଥ ଥିଲେ। ହେଲେ ମାସେ ହେଲା ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଥିଲା। […]
Read More...

Advertisement