Dharmendra Pradhan
ଜିଲ୍ଲା  ଓଡ଼ିଶା 

କେନ୍ଦ୍ରପଡ଼ାରେ ଦୁଇ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ରପଡ଼ାରେ ଦୁଇ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର: ଆସନ୍ତା ୨୦୨୪ରେ ହେବାକୁ ଥିବା ନିର୍ବାଚନ ପାଇଁ ବିଜେପି ଏବେଠାରୁ କସରତ କଲାଣି । ଗତକାଲିଠାରୁ ୭ କେନ୍ଦ୍ର ମନ୍ତ୍ରୀ ଦୁଇ ଦିନିଆ ଓଡ଼ିଶା ଗ୍ରସ୍ତରେ ଅଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଦୁଇ କେନ୍ଦ୍ର ମନ୍ତ୍ରୀ କେନ୍ଦ୍ରାପଡ଼ାଠାରେ ପହଞ୍ଚିଛନ୍ତି । କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଏବଂ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ତଥା କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ନିଶିଥ ପାରାମାଣିକ ପହଞ୍ଚି କେନ୍ଦ୍ରାପଡ଼ା ଅଭିମୁଖେ ଯାଇଛନ୍ତି । […]
Read More...
ଓଡ଼ିଶା 

ଆସନ୍ତାକାଲି ଭୁବନେଶ୍ୱର ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଆସନ୍ତାକାଲି ଭୁବନେଶ୍ୱର ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଆସନ୍ତାକାଲି ଭୁବନେଶ୍ୱର ପହଞ୍ଚିବେ । ୮ ତାରିଖ ସକାଳେ କେନ୍ଦ୍ର ଗୃହମନ୍ତ୍ରୀ ରାଜଧାନୀରେ ଲିଙ୍ଗରାଜ ଦର୍ଶନ କରିବେ । ଏହାପରେ ତାଙ୍କର କଟକରେ ନେତାଜୀଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ୮ ତାରିଖ ପୂର୍ବାହ୍ନ ୧୧ଟାରେ ସେ କଟକର ଇନଡୋର୍‌ ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ଦୈନିକ ଖବର କାଗଜ ପ୍ରଜାତନ୍ତ୍ରର ୭୫ତମ ସ୍ୱନକ୍ଷତ୍ର ଦିବସରେ ଯୋଗ ଦେବେ ବୋଲି ରାଜ୍ୟ ବିଜେପି […]
Read More...
ରାଜନୀତି 

ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ଧର୍ମେନ୍ଦ୍ର ପ୍ରଧାନ୍‌

ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ଧର୍ମେନ୍ଦ୍ର ପ୍ରଧାନ୍‌ ଭୁବନେଶ୍ୱର: ମଇ ୨୩: ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବ୍ରଜରାଜନଗର ଉପର୍ନିବାଚନରେ ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ପାଇଁ ପ୍ରଚାର କରିବେ ଧର୍ମେନ୍ଦ୍ର ପ୍ରଧାନ । ତେବେ ଆସନ୍ତା ୩୧ ତାରିଖରେ ବ୍ରଜରାଜନଗରରେ ହେବାକୁ ଥିବା ଉପର୍ନିବାଚନ ପାଇଁ ଜୋରସାରରେ ଚାଲିଛି ପ୍ରଚାର । ସବୁ ଦଳ ନିଜ ନିଜର ଷ୍ଟାର କ୍ୟାମ୍ପେନଙ୍କୁ ପ୍ରଚାର ମୈଦାନକୁ ଓହ୍ଲାଇ ସାରିଲେଣି । ଏହି ପ୍ରରିପେକ୍ଷୀରେ ଆସନ୍ତାକାଲି ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ପାଇଁ ବ୍ରଜରାଜନଗରରେ […]
Read More...
ଜିଲ୍ଲା  ଓଡ଼ିଶା 

ଢ଼େଙ୍କାନାଳ ପୌରାଧ୍ୟକ୍ଷଙ୍କ ବାସଭବନରେ ବୋମା ମାଡ଼: ତଦନ୍ତ ଦାବି କଲେ ଧର୍ମେନ୍ଦ୍ର ପ୍ରଧାନ

ଢ଼େଙ୍କାନାଳ ପୌରାଧ୍ୟକ୍ଷଙ୍କ ବାସଭବନରେ ବୋମା ମାଡ଼: ତଦନ୍ତ ଦାବି କଲେ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର: ଏପ୍ରିଲ ୧୧: ଢେଙ୍କାନାଳର ନବ ନିର୍ବାଚିତ ପୌରାଧ୍ୟକ୍ଷା ତଥା ବିଜେପି ନେତ୍ରୀ ଜୟନ୍ତୀ ପାତ୍ର ବାସଭବନରେ ବୋମା ମାଡ଼ ହୋଇଛି । ଦୁର୍ବୃତ୍ତମାନେ ଦୁଇ ଦୁଇ ଥର ଟାର୍ଗେଟ୍‌ କରି ଆକ୍ରମଣ କରିଛନ୍ତି । ତେବେ ଏହି ଘଟଣା ପରେ ଏହାର ତୁରନ୍ତ ତଦନ୍ତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦାବି କରି ଏକ ଟୁଇଟ୍‌ କରିଛନ୍ତି । Deeply shocked and disturbed by the selective targeting and continued string […]
Read More...
ଦେଶ- ବିଦେଶ  ଓଡ଼ିଶା 

ରୁସା ଯୋଜନାରେ ଓଡିଶାକୁ ଆର୍ଥିକ ଅନୁଦାନ ନେଇ ଗୃହରେ କେନ୍ଦ୍ରମନ୍ତ୍ରୀଙ୍କ ଉତ୍ତର

ରୁସା ଯୋଜନାରେ ଓଡିଶାକୁ ଆର୍ଥିକ ଅନୁଦାନ ନେଇ ଗୃହରେ କେନ୍ଦ୍ରମନ୍ତ୍ରୀଙ୍କ ଉତ୍ତର ନୂଆଦିଲ୍ଲୀ/ଭୁବନେଶ୍ୱର, ଅଗଷ୍ଟ ୦୩ ­: ରାଜ୍ୟରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ ଦେବା ସହ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ବର୍ତ୍ତମାନ ସୁଦ୍ଧା ରାଜ୍ୟର ୩୦ଟି ଜିଲ୍ଲାର ୧୬୧ଟି ଉଚ୍ଚ ଶିକ୍ଷାନୁଷ୍ଠାନକୁ କେନ୍ଦ୍ରୀୟ ଯୋଜନା ‘ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ’ (ରୁସା) ଅଭିଯାନରେ ୩୯୫.୪୨ କୋଟି ଟଙ୍କା ଦେଇଛନ୍ତି ବୋଲି ସଂସଦରେ ଏ ସମ୍ପର୍କୀତ ପ୍ରଶ୍ନର ଲିଖିତ ଉତ୍ତରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର […]
Read More...
ଦେଶ- ବିଦେଶ  ଓଡ଼ିଶା 

ନୂଆ ଶିକ୍ଷା ନୀତିରେ ଗବେଷଣା ପାଇଁ ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଖର୍ଚ୍ଚ କରିବାର ଯୋଜନା; ଧର୍ମେନ୍ଦ୍ର ପ୍ରଧାନ

ନୂଆ ଶିକ୍ଷା ନୀତିରେ ଗବେଷଣା ପାଇଁ ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଖର୍ଚ୍ଚ କରିବାର ଯୋଜନା; ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ/ଭୁବନେଶ୍ୱର: ଜୁଲାଇ 27: ଭାରତ ସରକାର ଦେଶରେ ଗବେଷଣା ପରିସଂସ୍ଥାନକୁ ଅଧିକ କ୍ରିୟାଶୀଳ ଏବଂ ସୁଦୃଢ଼ କରିବା ପାଇଁ ନୂଆ ଜାତୀୟ ଶିକ୍ଷା ନୀତି (ଏନଇପି-୨୦୨୦) ଅନ୍ତର୍ଗତ ରାଷ୍ଟ୍ରୀୟ ଗବେଷଣା ଅନୁଷ୍ଠାନ(ଏନଆରଏଫ) ଗଠନ କରିବା ସହ ଆଗାମୀ ୫ ବର୍ଷ ମଧ୍ୟରେ ୫୦ ହଜାର କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରିବାର ଯୋଜନା ରଖିଛନ୍ତି ବୋଲି ଲୋକସଭାରେ ଏକ ପ୍ରଶ୍ନର ଉତରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଯେ […]
Read More...
ରାଜନୀତି  ଓଡ଼ିଶା 

ମହିଳାଙ୍କୁ ସମାନ ସୁଯୋଗ ଦେବା ଓ ସଶକ୍ତ କରିବା ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତର ମୂଳ ସ୍ତମ୍ଭ; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ମହିଳାଙ୍କୁ ସମାନ ସୁଯୋଗ ଦେବା ଓ ସଶକ୍ତ କରିବା ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତର ମୂଳ ସ୍ତମ୍ଭ; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର: ଜୁଲାଇ ୧୮: ସମାଜ ରେ ଯେ ପର୍ଯ୍ୟନ୍ତ ମହିଳା ମାନଙ୍କୁ ନେତୃତ୍ୱ ନେବାର ଅଧିକାର ଦିଆଯିବ ନାହିଁ ସେ ପର୍ଯ୍ୟନ୍ତ ମହିଳାଙ୍କ ସଶକ୍ତିକରଣ ଏବଂ ସମାଜର ଅଗ୍ରଗତି ହେବ ନାହିଁ । ଦଳର ପରିବର୍ଦ୍ଧିତ ରୂପ ଦେବା ତଥା ଦଳର ସ୍ଥିତିକୁ ଆଗକୁ ନେବା ଏବଂ ସଂଗଠନକୁ ମଜବୁତ୍‌ କରିବାରେ ମହିଳା ମୋର୍ଚ୍ଚାର ଭୂମିକା, ସଂଘର୍ଷ, ପରିଶ୍ରମର ଯୋଗଦାନ ଅତୁଳନୀୟ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟରେ ମହିଳା ଭୋଟରଙ୍କର ବଡ ଯୋଗଦାନ […]
Read More...
ଦେଶ- ବିଦେଶ  ଓଡ଼ିଶା 

କ୍ୟାବିନେଟ୍‌ର ଐତିହାସିକ ନିଷ୍ପତି ହେବ ନୂଆ ଭାରତ ଭବିଷ୍ୟତର ଗେମ୍‌-ଚେଞ୍ଜର : ଧର୍ମେନ୍ଦ୍ର

କ୍ୟାବିନେଟ୍‌ର ଐତିହାସିକ ନିଷ୍ପତି ହେବ ନୂଆ ଭାରତ ଭବିଷ୍ୟତର ଗେମ୍‌-ଚେଞ୍ଜର : ଧର୍ମେନ୍ଦ୍ର ଭୁବନେଶ୍ୱର :­ ଅଗଷ୍ଟ ୧୯:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବୁଧବାର ବସିଥିବା କ୍ୟାବିନେଟ୍‌ ବୈଠକରେ ପାରିତ ହୋଇଥିବା ନ୍ୟାସନାଲ୍‌ ରିକ୍ରୁଟମେଣ୍ଟ ଏଜେନ୍ସି ଗଠନ(ଏନ୍‌ଆର୍‌ଏ)ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତିକୁ ସ୍ୱାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କ୍ୟାବିନେଟରେ ନିଆଯାଇଥିବା ଐତିହାସିକ ନିଷ୍ପତି ନୂଆ ଭାରତ ଭବିଷ୍ୟତର ଗେମ୍‌-ଚେଞ୍ଜର ହେବ ବୋଲି କହିଛନ୍ତି ଶ୍ରୀ ପ୍ରଧାନ । କ୍ୟାବିନେଟ୍‌ ନିଷ୍ପତି ପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେବା ସହ କହିଛନ୍ତି ଆଜିର କ୍ୟାବିନେଟ୍‌ ବୈଠକରେ ଅନଲାଇନ୍‌ ଏକକ […]
Read More...
ଓଡ଼ିଶା 

କରୋନା ଆର୍ଥିକ ପ୍ୟାକେଜର ଦ୍ୱିତୀୟ କିସ୍ତିରେ ଓଡିଶା ସମେତ ଦେଶର ବିଭିନ୍ନ ରାଜ୍ୟ ପାଇଁ କେନ୍ଦ୍ରର 890.32 କୋଟି ଜାରି

କରୋନା ଆର୍ଥିକ ପ୍ୟାକେଜର ଦ୍ୱିତୀୟ କିସ୍ତିରେ ଓଡିଶା ସମେତ ଦେଶର ବିଭିନ୍ନ ରାଜ୍ୟ ପାଇଁ କେନ୍ଦ୍ରର 890.32 କୋଟି ଜାରି ଭୁବନେଶ୍ୱର: ଅଗଷ୍ଟ ୬:କରୋନା ଜରୁରୀକାଳୀନ ପ୍ରଶମନ ଏବଂ ସ୍ୱାସ୍ଥ୍ୟ ବ୍ୟବସ୍ଥାର ପ୍ରସ୍ତୁତି ପ୍ୟାକେଜର ଦ୍ୱିତୀୟ କିସ୍ତିରେ ଓଡ଼ିଶା ସମେତ ଦେଶର 22ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ 890.32 କୋଟି ଟଙ୍କା ଜାରି କରାଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅର୍ଥ ସାମ୍ପ୍ରତିକ ସମୟରେ କରୋନା ମହାମାରୀର ମୁକାବିଲା କାର୍ଯ୍ୟକୁ ଅଧିକ ମଜବୁତ୍ କରିବ ବୋଲି ଶ୍ରୀ […]
Read More...
ଓଡ଼ିଶା 

୨୦୧୯-୨୦ ବର୍ଷ ପାଇଁ ଓଡିଶାକୁ କେନ୍ଦ୍ରର ୫ ହଜାର ୧୨୨ କୋଟି ଜିଏସ୍‌ଟି ସହାୟତା ରାଶି

୨୦୧୯-୨୦ ବର୍ଷ ପାଇଁ ଓଡିଶାକୁ କେନ୍ଦ୍ରର ୫ ହଜାର ୧୨୨ କୋଟି ଜିଏସ୍‌ଟି ସହାୟତା ରାଶି ଭୁବନେଶ୍ୱର : ଜୁଲାଇ ୨୮:ଆର୍ଥିକ ବର୍ଷ ପାଇଁ ଓଡ଼ିଶାକୁ ୫ ହଜାର ୧୨୨ କୋଟି ଟଙ୍କା ଜିଏସଟି ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ଓଡ଼ିଶାକୁ ଏହି ବର୍ଦ୍ଧିତ ଜିଏସଟି ସହାୟତା ରାଶି ପ୍ରଦାନ କୋରନା ମହାମାରୀରେ ଅର୍ଥନୈତିକ ମାନ୍ଦାବସ୍ଥା କାରଣରୁ ହୋଇଥିବା ରାଜସ୍ୱ କ୍ଷତିରୁ ମୁକ୍ତି ପ୍ରଦାନ କରିବ । ଏହାସହ ରାଜ୍ୟରେ ବିକାଶମୂଳକ କାର୍ଯ୍ୟ ବୃଦ୍ଧି ପାଇଁ ରାଜ୍ୟର ଅର୍ଥନୀତିକୁ ଗତି ଦେବାରେ ପ୍ରୋତ୍ସାହନ ଯୋଗାଇବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । […]
Read More...
ଓଡ଼ିଶା 

ରଙ୍ଗବତୀ ବିଲୁଙ୍ଗ ନାଁରେ ନାମିତ ହେଲା ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ

ରଙ୍ଗବତୀ ବିଲୁଙ୍ଗ ନାଁରେ ନାମିତ ହେଲା ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ ଭୁବନେଶ୍ୱର (ସବୁ୍ୟ): ­ ଜୁଲାଇ ୨୨: ରଙ୍ଗବତୀ ଗୀତର ଗୀତିକାର ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ ବିଲୁଙ୍ଗକୁ ରଙ୍ଗବତୀ ବିଲୁଙ୍ଗ ନାଁରେ ନାମିତ କରାଯିବା ଏହି ସଙ୍ଗୀତ ଏବଂ ଗୀତିକାରଙ୍କୁ ଉପଯୁକ୍ତ ସମ୍ମାନ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ସାଧୁ ଉଦ୍ୟମ ପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଲୋକଗୀତ ରଙ୍ଗବତୀ ଓଡ଼ିଶାରୁ ବାହାରି ସମଗ୍ର […]
Read More...
ଓଡ଼ିଶା 

ଆତ୍ମନିର୍ଭର ଭାରତ ନିର୍ମାଣରେ ପ୍ରାକୃତିକ ଗ୍ୟାସର ବଡ ଭୂମିକା: ଧର୍ମେନ୍ଦ୍ର

ଆତ୍ମନିର୍ଭର ଭାରତ ନିର୍ମାଣରେ ପ୍ରାକୃତିକ ଗ୍ୟାସର ବଡ ଭୂମିକା: ଧର୍ମେନ୍ଦ୍ର ଭୁବନେଶ୍ୱର, (ସବୁ୍ୟ): ଜୁଲାଇ ୦୧:ପ୍ରଧାନମନ୍ତ୍ରୀ କୋଭିଡ୍‌ ଚ୍ୟାଲେଞ୍ଜକୁ ସୁଯୋଗରେ ପରିଣତ କରିବା ପାଇଁ ଆତ୍ମନିର୍ଭର ଭାରତ ଅଭିଯାନ ଆରମ୍ଭ କରିଛନ୍ତି । ଆତ୍ମନିର୍ଭର ଭାରତ ନିର୍ମାଣ ଦିଗରେ ପ୍ରାକୃତିକ ଗ୍ୟାସର ମହତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ବୁଧବାର ଆନ୍ତର୍ଜାତିକ ଉର୍ଜା ଏଜେନ୍ସି (ଆଇଇଏ) ଏବଂ ପେଟ୍ରୋଲିୟମ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ େୱବିନାରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପରିବର୍ତ୍ତିତ ବିଶ୍ୱ ଗ୍ୟାସ ବଜାରର ଦୃଶ୍ୟପଟ୍ଟରେ ଭାରତକୁ ପ୍ରାକୃତିକ ଗ୍ୟାସ ଆଧାରିତ ତିଆରି କରିବା ଉପରେ ଏହି […]
Read More...

Advertisement