ଗ୍ରାହକଙ୍କୁ ଠକୁଛନ୍ତି ଅସାଧୁ ବ୍ୟବସାୟୀ – ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ମାପ ଓଜନରେ ଠକେଇ । ଗ୍ରାହକଙ୍କୁ ଠକୁଛନ୍ତି ଅସାଧୁ ବ୍ୟବସାୟୀ । ବର୍ଷକରେ ୨,୮୪୬ ଦୋକାନୀ ଗ୍ରାହକଙ୍କୁ ଠକିଥିବା ନଜରକୁ ଆସିଛି। ୨୧୮୧ ବ୍ୟବସାୟୀ କମ୍ପ୍ୟୁଟର ଓଜନରେ ଠକୁଥିବା ଜଣାପଡିଛି । ସେହିପରି ୧୦୧ ଜଣ ବ୍ୟବସାୟୀ ବଟକରା ଓ ୯୫ ଜଣ ପଳାରେ ଠକୁଛନ୍ତି। ଆଜି ବିଧାନସଭାରେ ଏପରି ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ସେହିପରି ରାଜ୍ୟରେ ମାପ ଏବଂ ଓଜନରେ ଗ୍ରାହକଙ୍କୁ ୩୭୦ ପେଟ୍ରୋଲ ପମ୍ପ ଠକିଛନ୍ତି। ବୁଧବାର ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ଉତ୍ତର ରଖିଛନ୍ତି । ମନ୍ତ୍ରୀ କହିଛନ୍ତି, ବର୍ଷକରେ ପ୍ରାୟ ୨,୮୪୬ ଦୋକାନୀ ଗ୍ରାହକଙ୍କୁ ଠକିଥିବା ଜଣାପଡିଛି । ଯାଞ୍ଚ ସମୟରେ ୩୭୦ ପେଟ୍ରୋଲ ପମ୍ପ ଠକିଥିବା ବେଳେ ୨୧୮୧ ବ୍ୟବସାୟୀ କମ୍ପ୍ୟୁଟର ଓଜନରେ, ୧୦୧ ବ୍ୟବସାୟୀ ବଟକରା ଓ ୯୫ ଜଣ ପଳାରେ ଠକୁଛନ୍ତି ବୋଲି କହିଛନ୍ତି ।

Launching Ceremony of “AYUSHMAN BHARAT

Comments are closed.