ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

ମାଲକାନଗିରି : ଏନକାଉଣ୍ଟରରେ ଦୁଇ ମାଓବାଦୀ ନିପାତ। ସୀମାନ୍ତ ଛତିଶଗଡରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀଙ୍କର ମୃତ୍ୟୁ ଘଟିଛି। କାଙ୍କେର ଜଙ୍ଗଲରୁ ୨ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ମାଓବାଦୀଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ଅଛନ୍ତି । ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଛି । ବର୍ତ୍ତମାନ ସୁଦ୍ଧା ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
Samaya Live Picture
Published On

Tags: