ପାଇଖାନା ଟାଙ୍କିରେ ପଡି ୨ ଶ୍ରମିକଙ୍କ ମୃତ୍ୟୁ
ଭୁବନେଶ୍ୱର : ପାଇଖାନାରେ ପଡି୨ଜଣ ଶ୍ରମିକଙ୍କ ମୃତ୍ୟୁ I ଟାଙ୍କି ସଫେଇବେଳେ ଘଟିଛି ଏହି ଅଘଟଣ । ଘଟଣ ଘଟିଛି ଭୁବନେଶ୍ୱର ଶିଶୁପାଳଗଡ଼ ରଘୁନାଥନଗର ଲେନ୍-୨ରେ I ଜଣେ ବ୍ୟକ୍ତିଙ୍କ ପାଇଖାନା ଟାଙ୍କି ସଫା କରିବାକୁ ଆସିଥିଲେ ୨ ଯୁବକ। ହେଲେ ଦୁହେଁ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇଯାଇଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲା ଅଗ୍ନିଶମ ବାହିନୀ। ହସ୍ପିଟାଲରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।