ପୁଣି ଖାକିରେ ଲାଗିଲା ଦାଗ: ବଳଙ୍ଗା ଥାନା ଏଏସଆଇ ଅଟକ
ସମୟ ଲାଇଭ,୩/୧: ପୁଣି ଖାକିରେ ଲାଗିଲା ଦାଗ। ପୁରୀ ଜିଲ୍ଲା ବଳଙ୍ଗା ଥାନା ଏଏସଆଇଙ୍କ ବିରୋଧରେ ଆସିଛି ସାଙ୍ଘାତିକ ଅଭିଯୋଗ। ଜଣେ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗରେ ବଳଙ୍ଗା ଥାନା ଏଏସଆଇ ଚିତରଞ୍ଜନ ଦାଶଙ୍କୁ ଅଟକ ରଖାଯାଇଥିବା ସୂଚନା ମିଳିଛି। ବଳଙ୍ଗା ଥାନା ଏଏସଆଇ ଚିତରଞ୍ଜନ ଦାଶଙ୍କୁ ଅଟକ ରଖି ପିପିଲି ଏସଡ଼ିପିଓ ପଚରାଉଚରା କରୁଥିବା ଜଣାପଡ଼ିଛି। ତେବେ ପାରିବାରିକ କଳହ ସମାଧାନ କରାଇଦେବାକୁ କହି ଦୁଷ୍କର୍ମ ମହିଳା ଜଣଙ୍କୁ କରାଯାଇଥିବା ଅଭିଯୋଗ ହୋଇଛି। ସେହିପରି ମହିଳାଙ୍କୁ […]
ସମୟ ଲାଇଭ,୩/୧: ପୁଣି ଖାକିରେ ଲାଗିଲା ଦାଗ। ପୁରୀ ଜିଲ୍ଲା ବଳଙ୍ଗା ଥାନା ଏଏସଆଇଙ୍କ ବିରୋଧରେ ଆସିଛି ସାଙ୍ଘାତିକ ଅଭିଯୋଗ। ଜଣେ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗରେ ବଳଙ୍ଗା ଥାନା ଏଏସଆଇ ଚିତରଞ୍ଜନ ଦାଶଙ୍କୁ ଅଟକ ରଖାଯାଇଥିବା ସୂଚନା ମିଳିଛି। ବଳଙ୍ଗା ଥାନା ଏଏସଆଇ ଚିତରଞ୍ଜନ ଦାଶଙ୍କୁ ଅଟକ ରଖି ପିପିଲି ଏସଡ଼ିପିଓ ପଚରାଉଚରା କରୁଥିବା ଜଣାପଡ଼ିଛି। ତେବେ ପାରିବାରିକ କଳହ ସମାଧାନ କରାଇଦେବାକୁ କହି ଦୁଷ୍କର୍ମ ମହିଳା ଜଣଙ୍କୁ କରାଯାଇଥିବା ଅଭିଯୋଗ ହୋଇଛି। ସେହିପରି ମହିଳାଙ୍କୁ ନିଜ ବାସଭବନକୁ ନେଇ ଦୁଷ୍କର୍ମ କରିଥିବା ପୀଡ଼ିତା ଜଣକ ଥାନାରେ ଅଭିଯୋଗ କରିଛନ୍ତି।




